ଓଡିଆ ବିଭାଗର ସ୍ବାଗତ୍ ସମ୍ବର୍ଦ୍ଧନା ଉତ୍ସବ ପାଳିତ
ଗାଇସିଲାଟ/ମନ ଡନସନା- ପଞ୍ଚାୟତ ସମିତି ମହାବିଦ୍ୟାଳୟ, ଗାଇସିଲାଟରେ ଓଡିଆ, ଭାଷା ଓ ସାହିତ୍ୟ ବିଭାଗ ଆନୁକୁଲ୍ୟରେ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଅଛି । ବିଭାଗୀୟ ମୁଖ୍ୟ ଡ. ଜୟକେତନ ତ୍ରିପାଠୀଙ୍କ ସଭାପତିତ୍ଵରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…