ବାଣପୁର ବ୍ଲକରେ ଓଡିଶା ମୋ ପରିବାର ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ l
ବାଣପୁର:(ସେକ୍ କୌସର)ଖୋର୍ଦ୍ଧା ଜିଲ୍ଲାର ବାଣପୁର ବ୍ଲକ କୃତିବାସ ଭବନରେ ବିଜୁ ଯୁବ ଛାତ୍ରଜନତାଦଳର ତତ୍ୱାବଧାନରେ ବିରାଟ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଅଛି ।ଏହି ଶିବିରକୁ ଖୋର୍ଦ୍ଧା ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଗୋପିନାଥ ମହାରଣା ଦିପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ…