କଥା ଦେଇ ନ ରଖିବାରେ ବି ସର୍ବଶ୍ରେଷ୍ଠ ରେକର୍ଡ କରିଛନ୍ତି ମୁଖ୍ୟମନ୍ତ୍ରୀ: ସମୀର ମହାନ୍ତି
ଓଡ଼ିଶାର ପ୍ରତି ବ୍ଲକରେ ୩୫ପ୍ରତିଶତ ଜଳସେଚନ ବ୍ୟବସ୍ଥା, ଶୀତଳ ଭଣ୍ଡାର, ବାସହୀନଙ୍କୁ ପଟ୍ଟା ଓ ଘର ଦେବା, ଶିଳ୍ପାୟନ ମାଧ୍ୟମରେ ଯୁବକଙ୍କୁ ରୋଜଗାର ଦେବାର ପ୍ରତିଶ୍ରୁତି ଦେଇ ତାହାକୁ ପାଳନ ନକରିବାର ସର୍ବଶ୍ରେଷ୍ଠ ରେକର୍ଡ
ଶିଶୁ ଓ ଗର୍ଭବତୀ ମହିଳାଙ୍କ କୁପୋଷଣ ଓ ରକ୍ତହୀନତା…