୧୧୦ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷମାନଙ୍କ ଦକ୍ଷତା ବୃଦ୍ଧି ଓ ସମୀକ୍ଷା ବୈଠକ
ଉନ୍ନୀତ ବିଦ୍ୟାଳୟଗୁଡ଼ିକର ଉତ୍ତମ ପରିଚାଳନା ଅଧ୍ୟକ୍ଷମାନଙ୍କ ପାଇଁ ଏକ ଆହ୍ୱାନ: ଗଣଶିକ୍ଷା ସଚିବ
ଭୁବନେଶ୍ୱର: ଆଜି ପୂର୍ବାହ୍ନରେ କୃଷିଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ୧୧୦ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷମାନଙ୍କ ଦକ୍ଷତା ବୃଦ୍ଧି ଓ ସମୀକ୍ଷା ବୈଠକରେ ବିଦ୍ୟାଳୟ ଓ…