ଉପଖଣ୍ଡ ସଦର ମହକୁମା ଠାରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ
ଗୁଣୁପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ଉପଖଣ୍ଡ ସଦର ମହକୁମା ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ କରାଯାଇଛି । ସକାଳୁ ବିଭିନ୍ନ ବିଦ୍ୟାଳୟରୁ ଶୋଭାଯାତ୍ରା ଆରମ୍ଭ ହୋଇ ଗାନ୍ଧୀ ପ୍ରତିମୂର୍ତ୍ତି ନିକଟରେ ଏକତ୍ରିତ ହୋଇଥିଲେ । ଗୁଣପୁର ଉପ ଜିଲ୍ଲାପାଳ ଲଳିତ କୁମାର…