ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକ, ସରପଞ୍ଚ ଓ ଅନ୍ୟମାନଙ୍କ ସହ 5T ସଚିବଙ୍କ ଆଲୋଚନା ଆରମ୍ଭ,
ଚତୁର୍ଥ ପର୍ଯ୍ୟାୟ 5T ସ୍କୁଲ ରୂପାନ୍ତର ନକ୍ସା ପ୍ରସ୍ତୁତ ।
ଭୁବନେଶ୍ୱର : 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିବାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା e…