ଭୁବନେଶ୍ୱର ଠାରେ 29 ତମ ଆନ୍ତଃ ରେଳବାଇ ସୁରକ୍ଷାବଳ ହକି ଟୁର୍ଣ୍ଣାମେଣ୍ଟ ଉଦଯାପିତ
ଭୁବନେଶ୍ୱର:ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ରେଳବାଇ ସୁରକ୍ଷା ବଳ ଆନୁକୂଲ୍ୟରେ 27 ରୁ 30 ସେପ୍ଟେମ୍ବର 2023 ମଧ୍ୟରେ ଆୟୋଜିତ ଚାରି ଦିନିଆ 29 ତମ ଆନ୍ତଃ ରେଳବାଇ ସୁରକ୍ଷାବଳ ହକି ଟୁର୍ଣ୍ଣାମେଣ୍ଟ କିଟ ଷ୍ଟାଡିୟମ ଠାରେ ଉଦଯାପିତ ହୋଇଯାଇଅଛି |
ଉତ୍ତର ରେଳପଥ ଆରପିଏଫ୍ ହକି ଟିମ୍…