ଟାଇମ୍ସ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୪: ଜାତୀୟସ୍ତରରେ ୬ଷ୍ଠ ସ୍ଥାନରେ କିଟ୍, ଓଡ଼ିଶାରେ ଏକ ନମ୍ବର
ଭୁବନେଶ୍ୱର, ୨୯ ।୯: ଟାଇମ୍ସ ହାଇଅର ଏଜୁକେସନ୍ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ଉପରକୁ ଉଠିଛି କିଟ୍ ବିଶ୍ୱବିଦ୍ୟାଳୟ । ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଟାଇମ୍ସ ହାଇଅର ଏଜୁକେସନ୍ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ପ୍ରକାଶ ପାଇଛି । ପ୍ରତିବର୍ଷ ପରି ଚଳିତବର୍ଷ କିଟ୍…