ରାଷ୍ଟ୍ରୀୟ କୃଷି ଓ ଗ୍ରାମୀଣ ବିକାଶ ବ୍ୟାଙ୍କର ୪୨ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ
ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ନାବାର୍ଡ ବିଭିନ୍ନ କ୍ଷେତ୍ରରେ ସହଯୋଗ ଜାରି ରଖିବାକୁ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ
ଭୁବନେଶ୍ୱର: ରାଷ୍ଟ୍ରୀୟ କୃଷି ଓ ଗ୍ରାମୀଣ ବିକାଶ ବ୍ୟାଙ୍କ(ନାବାର୍ଡ) ଓଡ଼ିଶାର ବିକାଶ ସହ ଦୀର୍ଘ ବର୍ଷ ଧରି ଜଡିତ ହୋଇରହିଛି । ସଂପ୍ରତି ଜଳବାୟୁ ପରିବର୍ତ୍ତନ…