କିଟ୍ ବିଶ୍ୱବିଦ୍ୟାଳୟରେ ଏନ୍ଏସ୍ଏସ୍ ଦିବସ ପାଳିତ
ଛାତ୍ରଛାତ୍ରୀମାନେ ପାଠପଢ଼ା ସହ ସମାଜସେବାରେ ନିଜକୁ ନିୟୋଜିତ କରନ୍ତୁ
ଭୁବନେଶ୍ୱର, ୨୪ ।୯ : କିଟ୍ ବିଶ୍ୱବିଦ୍ୟାଳୟରେ ଜାତୀୟ ସେବା ଯୋଜନା(ଏନ୍ଏସ୍ଏସ୍) ଦିବସ ରବିବାର ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜ୍ୟ ଓଡ଼ିଆ ଭାଷା ସାହିତ୍ୟ…