ମହିଳାଙ୍କୁ ଅସଦାଚରଣ ଓ ହତ୍ୟା ଧମକ ଅଭିଯୋଗରେ ଯୁବକଙ୍କୁ ଗିରଫ କଲା ବାଲୁଗାଁ ପୋଲିସ
ବାଲୁଗାଁ/ଖୋର୍ଦ୍ଧା:-(ସେକ୍ କୌସର) ବାଲୁଗାଁ ଥାନା ଅନ୍ତର୍ଗତ ଧୂଆଁଳ ଗ୍ରାମର ଜଣେ ମହିଳାଙ୍କୁ ଅସଦାଚରଣ ଓ ହତ୍ୟା ଧମକ ଅଭିଯୋଗରେ ଯୁବକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ ବାଲୁଗାଁ ମୁସଲିମ ସାହିର ନାଜିର ଖାନଙ୍କ ପୁତ୍ର ପାପା ଓରଫ ସାଜିଦ ଖାନ,ପୋଲିସ ସୂଚନା ମୁତାବକ ଧୂଆଁଳ…