ଦୁଇ ଗୋଟି କାର ରୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ
https://youtu.be/3F5cfeKJcIk
ତିନି ଜଣଙ୍କୁ ଗିରଫ କଲା ବରଗଡ଼ ଟାଉନ ଥାନା ପୋଲିସ
ବରଗଡ :- ବରଗଡ଼ ଟାଉନ ଥାନା ପକ୍ଷରୁ ବୀର ଛକରେ ଦୁଇଟି ଗାଡିରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି । ପୋଲିସର ପେଟ୍ରୋଲିଂ ଚାଲିଥିବା ବେଳେ ସନ୍ଦେହରେ ଦୁଇଟି ଗାଡି କୁ ଯାଞ୍ଚ କରିଥିଲା । ସେଥିରୁ…