ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ କରିବା ନେଇ ସମୀକ୍ଷା ବୈଠକ
ପ୍ରତି ୧୫ ଦିନରେ ହେବ ବିଭାଗୀୟ ସମୀକ୍ଷା
ଭୁବନେଶ୍ୱର: ଓଡ଼ିଶାର ସମସ୍ତ ଦୋକାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ କରିବା ନିମନ୍ତେ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ…