ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
ଜଗତସିଂହପୁର,ତା-୧୮.୦୯.୨୦୨୩/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟ୍ଟାୱାରୀ,…