ନବ ନିଯୁକ୍ତ ଶିକ୍ଷକ ପ୍ରଶିକ୍ଷକଙ୍କ ମୋ ସ୍କୁଲ୍ କାର୍ଯ୍ୟାଳୟ ପରିଦର୍ଶନ
ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଦିଗଦର୍ଶନ
ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନବନିଯୁକ୍ତ ଶିକ୍ଷକ-ପ୍ରଶିକ୍ଷକଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମ ରାଜ୍ୟ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ(ଟିଇ ଆଣ୍ଡ ଏସ୍ସିଇଆର୍ଟି) ପକ୍ଷରୁ…