ମିଶନ ୨୦୨୪ ନିର୍ବାଚନ ପାଇଁ ବ୍ଲକ ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବା ପାଇଁ ଆଗାମୀ ନିର୍ବାଚନରେ ବିଜେଡ଼ିର ବୃହତମ ବିଜୟ ପାଇଁ ଦୃଢ ସଂକଳ୍ପ
ନିଶ୍ଚିନ୍ତକୋଇଲି,(ଦେବେନ୍ଦ୍ର ଷଢଙ୍ଗୀ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ହାତମୁଠାକୁ ଟାଣ କରିବା ପାଇଁ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ…