ଅଗ୍ରଣୀ ସ୍ବେଛାସେବୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଆସ୍ଥା ତରଫରୁ କାନିକା ପ୍ରସାଦ ବଣ୍ଟନ

ରାଉରକେଲା (ବସନ୍ତ କୁମାର ଜେନା): ରାଉରକେଲା ର ଅଗ୍ରଣୀ ସ୍ଵେଚ୍ଛାସେବୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଆସ୍ଥା ତରଫରୁ ଗତ ତା୨୦ ଋଖ ଦିନ ସେକ୍ଟର -୩ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣ ( ଅହିରାବନ୍ଧ) ଠାରେ ଶ୍ରୀଗୁଣ୍ଡିଚା ଯାତ୍ରା ଉପଲକ୍ଷେ କାନିକା ପ୍ରସାଦ ବଣ୍ଟନ କରାଯାଇଥିଲା । ଶ୍ରୀ ଜୀଉ…

ପୂର୍ବତଟ ରେଳପଥ ପକ୍ଷରୁ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ -2023 ପାଳିତ |

ଭୁବନେଶ୍ୱର: ଗତକାଲି ପୂର୍ବ ତଟ ରେଳପଥ ପକ୍ଷରୁ ଭୁବନେଶ୍ୱରର ଚନ୍ଦ୍ରଶେଖରପୁରସ୍ଥ ରେଳ ବିହାର ଠାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି ଯେଉଁଠାରେ ଆୟୋଜିତ ଯୋଗ ଅଭ୍ୟାସରେ ରେଳପଥର ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମାଙ୍କ ନେତୃତ୍ୱରେ ରେଳ କର୍ମଚାରୀ ଏବଂ ଅଧିକାରୀମାନେ ଯୋଗ ଅଭ୍ୟାସରେ…

ରଥଯାତ୍ରା ପାଳନ ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତିକ ପରିଷଦର ମିଳିତ ଆନୁକୁଲ୍ୟରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ରଥଯାତ୍ରା ସମୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଆସନ୍ତା ୨୮ତାରିଖ ତଥା…

ଭାରତର ଶ୍ରେଷ୍ଠ ବୈଜ୍ଞାନିକଙ୍କ ମଧ୍ୟରେ ସୋଆର ଦୁଇ ଗବେଷକ

ଭୁବନେଶ୍ୱର, ଜୁନ ୨୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଦୁଇ ଜଣ ବରିଷ୍ଠ ବୈଜ୍ଞାନିକଙ୍କୁ ୨୦୨୩ ନିମନ୍ତେ ସେମାନଙ୍କ ନିଜ ଗବେଷଣା କ୍ଷେତ୍ରରେ ଭାରତର ସର୍ବୋଚ୍ଚ ୧୦ ଜଣ ଗବେଷକଙ୍କ ମଧ୍ୟରେ ସ୍ଥାନ ମିଳିଛି ।ପ୍ରଫେସର ପ୍ରଦୀପ୍ତ କିଶୋର ଦାଶ ଓ ପ୍ରଫେସର କୁଳମଣି…

ଡାହାଣୀ ପ୍ରଥାକୁ ନା କୁହନ୍ତୁ , ଜିଲ୍ଲାରେ ହେବ ବ୍ୟାପକ ସଚେତନତା

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାରେ ଡାହାଣୀ , ଗୁଣି ଗାରେଡି ଭଳି କୁପ୍ରଥା ଏବେ ବି ଚାଲିଛି , ଏହାକୁ ନେଇ ଲୋକଙ୍କୁ ସାମାଜିକ ବାସନ୍ଦ କରାଯାଉଛି ଏହାକୁ ବିଲୋପ କରିବା ପାଇଁ ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସଚେତନତା କରିବାକୁ ସ୍ଥିର ହୋଇଛି । ଏହି…

ମୁକ୍ତା ଅଧିନରେ ଥିବା ଏସଏଚଜି ଗୁଡିକ ପାଇଁ ଦକ୍ଷତା ବିକାଶ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଓଡିଶାର ସହରାଞ୍ଚଳରେ ଥିବା ସମସ୍ତ ବର୍ଗଙ୍କର ଅର୍ନ୍ତଭୁକ୍ତି ବିକାଶ ସହିତ ଜୀବନଯାପନକୁ ସହଜ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ୍ (ମୁକ୍ତା) ଅଧୀନରେ ଥିବା ପ୍ରତ୍ୟେକ ୱାର୍ଡ ସକାଶେ…

ଚର୍ଦାପାଲି ରେ ବିଧାୟିକାଙ୍କ ବିବାହ ବାର୍ଷିକୀ ପାଳନ ଅବସରରେ ରକ୍ତଦାନ ଶିବିର : ୩୧ ୟୁନିଟ୍ ସଂଗ୍ରହ

ଉପାନ୍ତ ଅଞ୍ଚଳରେ ପ୍ରଥମ ଥର ପାଇଁ ଆୟୋଜିତ ଶିବିରରେ ରକ୍ତ ଦାନ କଲେ ୨୭ ନୂଆ ରକ୍ତଦାତା, ୬ ମହିଳା ପଦ୍ମପୁର/ଶିବାଶିଷ ପଟ୍ଟନାୟକ : ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚର୍ଦାପାଲି ଗ୍ରାମରେ ବିଧାୟିକା ବର୍ଷା ସିଂ ବରିହାଙ୍କ ବିବାହ ବାର୍ଷିକୀ ପାଳନ ଅବସରରେ ସ୍ଥାନୀୟ ଗ୍ରାମପଞ୍ଚାୟତ…

ବାହାନଗା ହାଇସ୍କୁଲର ପୁନଃନିର୍ମାଣ ପାଇଁ ୨.୪୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି । ସୂଚନାଯୋଗ୍ୟ ଯେ ଗତ ୨…

ବିଶ୍ୱ ସଙ୍ଗୀତ ଦିବସ ଅବସରରେ ଗଠିତ ହେଲା ସଙ୍ଗୀତାନୁଷ୍ଠାନ ‘ସଙ୍ଗୀତଧାରା’

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଜୁନ ୨୧ ବିଶ୍ୱ ସଙ୍ଗୀତ ଦିବସ ଅବସରରେ ନୟାଗଡ଼ ଜିଲ୍ଲାର ବିଭିନ୍ନ ସଙ୍ଗୀତାନୁଷ୍ଠାନ ମାନଙ୍କୁ ନେଇ ଗଠିତ ହେଲା 'ସଙ୍ଗୀତଧାରା' । ଜିଲ୍ଲାର ବିଭିନ୍ନ କୋଣ ଅନୁକୋଣରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭୂ ମାନଙ୍କୁ ଲୋକ ଲୋଚନକୁ ଆଣି ସଙ୍ଗୀତ କାର୍ଯ୍ୟକ୍ରମ ଆୟୋଜନ…

ଆର .ଏମ .ସି କେନ୍ଦୁପାଟଣା ଏବଂ ନରସିଂହପୁର ଉପରେ ସମୀକ୍ଷା

https://youtu.be/w5-Tc-rJ2b4 ମାର୍କେଟ ୟାର୍ଡରେ ଭିତ୍ତିଭୂମି ସୃଷ୍ଟି ପାଇଁ କାର୍ୟକାରୀ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଭୁବନେଶ୍ୱର: ଆଜି ଲୋକ ସେବା ଭବନରେ ନିୟନ୍ତ୍ରିତ ମାର୍କେଟିଂ ସୋସାଇଟି (ଆରଏମସି) କେନ୍ଦୁପାଟଣା ଏବଂ ନରସିଂହପୁର ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ…