ରେଡକ୍ରସକୁ ସରକାରୀ ସହାୟତା ରାଶି ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି
ଯୁବ ରେଡକ୍ରସ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ଯୁବ ରେଡକ୍ରସର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆଜି ସ୍ଥାନୀୟ ରେଡକ୍ରସ ଭବନଠାରେ ଅନୁଷ୍ଠିତ ହୋଇଯାଇଛିା ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଉଚ୍ଚଶିକ୍ଷା…