ପୌର ପରିଷଦରେ ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ
https://youtu.be/fZCi7_s4n6A
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ କାର୍ଯ୍ୟକ୍ରମ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ସକାଳେ ପୌର ପରିଷଦ କାର୍ଯ୍ୟାଳୟ ଠାରେ ପାରଳାଖେମୁଣ୍ଡି…