“ମହିଳା ଏବଂ ଶିଶୁଙ୍କ ଉପରେ ଯୌନ ଅପରାଧର ତଦନ୍ତ ପାଇଁ ଫୋରେନସିକ୍ କୌଶଳ ଏବଂ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର”…
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ପୋଲିସ ଭବନ, ଠାରେ “ମହିଳା ଏବଂ ଶିଶୁଙ୍କ ଉପରେ ଯୌନ ଅପରାଧର ତଦନ୍ତ ପାଇଁ ଫୋରେନସିକ୍ କୌଶଳ ଏବଂ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର” ସଂକ୍ରାନ୍ତୀୟ ତିନି ଦିନିଆ କର୍ମଶାଳା ଆରମ୍ଭ ହୋଇଯାଇଛି। "ମହିଳା ଏବଂ ଶିଶୁ ଅପରାଧ ନିରାକରଣ ଶାଖା" ଏବଂ "ୟୁନିସେଫ"ର ମିଳିତ…