ବାଲେଶ୍ୱର ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ,ରେଳମନ୍ତ୍ରୀଙ୍କ ସହ ଉଦ୍ଧାର କାର୍ଯ୍ୟ ନେଇ ଆଲୋଚନା
ସ୍ଥାନୀୟବାସୀଙ୍କୁ ଜଣାଇଲେ ଧନ୍ୟବାଦ
https://youtu.be/EP4CaX2zTfE
ବାଲେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସହ ଉଦ୍ଧାର କାର୍ଯ୍ୟ ନେଇ ଆଲୋଚନା କରିଛନ୍ତି । ଏହାପରେ ବାଲେଶ୍ବର…