ଚିକିତ୍ସା କ୍ଷେତ୍ରରେ ସୋଆ ଗବେଷକଙ୍କ ଅଭିନବ ସୂତ୍ରର ଉଦ୍ଭାବନ
ନ୍ୟାସ୍ନାଲ୍ ରିସର୍ଚ୍ଚ ଡେଭଲପ୍ମେଂଟ କର୍ପୋରେସନ୍ ସହିତ ସୋଆର ଟେକ୍ନୋଲୋଜି ଲାଇସେନ୍ସିଂ ଏଗ୍ରିମେଂଟ
ଭୁବନେଶ୍ୱର, ଜୁନ ୨: ଗବେଷଣା ଦ୍ୱାରା ଜଟିଳ ସ୍ୱାସ୍ଥ୍ୟଗତ ସମସ୍ୟାର ନିରାକରଣ ନିମନ୍ତେ ସରଳ, ବ୍ୟୟସାପେକ୍ଷ ଏବଂ ଅଭିନବ ଫାର୍ମାସ୍ୟୁଟିକାଲ୍ ସୂତ୍ରର ଉଦ୍ଭାବନ କରିଛନ୍ତି ଶିକ୍ଷା ଓ…