ମାଲକାନଗିରିରେ କାଳବୈଶାଖୀ ଯୋଗୁ ୪ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା, ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଦିଆଯିବ ସହାୟତା
ଗଂଜାମର ଆର୍ଯ୍ୟପଲ୍ଲୀ ଠାରେ ସମୁଦ୍ରରେ ବୁଡି ମୃତ୍ୟୁବରଣ କରିଥିବା ଦୁଇଜଣ ଛାତ୍ରୀଙ୍କ ପରିବାରକୁ ମଧ୍ୟ ଚାରି ଲକ୍ଷ ଟଙ୍କା ଲେଖାଏ ସହାୟତା…