‘ମୋ ସ୍କୁଲ୍’ର ୪୨ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ
ସ୍କୁଲ୍ ସହ ପୁରାତନ ଛାତ୍ରଛାତ୍ରୀଙ୍କ ସକ୍ରିୟ ସହଭାଗିତା ପାଇଁ ବ୍ୟାପକ ଯୋଜନା
-ଆୟୋଜନ ହେବ ବ୍ଲକ୍ସ୍ତରୀୟ ପୁରାତନ ଛାତ୍ରଛାତ୍ରୀ ସମ୍ମିଳନୀ
-ଆକାଂକ୍ଷୀ ପାଠ୍ୟକ୍ରମରେ ପୁରାତନ ଛାତ୍ରଛାତ୍ରୀଙ୍କୁ ସମ୍ପୃକ୍ତ କରାଯିବ
-ଜୈବବିବିଧତା ଶିକ୍ଷା ପାଇଁ ନନ୍ଦନକାନନ କର୍ତ୍ତୃପକ୍ଷ…