ଗଜପତି ପୋଲିସ ପକ୍ଷରୁ ସର୍ବସାଧାରଣ ସ୍ଥାନରେ ମଦ୍ୟପାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସର୍ବସାଧାରଣଙ୍କ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା ଉଦ୍ଦେଶ୍ୟରେ ଗଜପତି ପୋଲିସ ପକ୍ଷରୁ ଗତ ଦୁଇ ଦିନ ଧରି ପାରଳାଖେମୁଣ୍ଡି ସହର ଓ ଏହାର ଆଖପାଖ ଗ୍ରାମାଞ୍ଚଳର ସର୍ବସାଧାରଣ ସ୍ଥାନରେ ମଦ୍ୟପାନ କରିବା ଓ ନିଶାସକ୍ତ ଅବସ୍ଥାରେ ଉପଦ୍ରବ ସୃଷ୍ଟି!-->…