ଆଇଟିଇଆର୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର, ୨୪/୦୮ : ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ବିଭିନ୍ନ ବିଭାଗରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ଗୁରୁବାର ଏହି ବିଶେଷ କାର୍ଯ୍ୟକ୍ରମରେ…