ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଦ୍ବିତୀୟ ପର୍ଯ୍ୟାୟ ଆମ ବସ୍ ଷ୍ଟାଣ୍ଡ ଭିତ୍ତି ପ୍ରସ୍ତର ସ୍ଥାପନ
ଛତ୍ରପୁର: ପରିବହନ କ୍ଷେତ୍ରରେ ସୁଧାର ଆଣିବା ନିମନ୍ତେ ଆମ ବସଷ୍ଟାଣ୍ଡ ନିର୍ମାଣ କରାଯାଉଛି । ସାଧାରଣ ଲୋକଙ୍କ ଯୋଗାଯୋଗ ପାଇଁ ଏହା ଏକ ପ୍ରମୁଖ ମାଧ୍ୟମ । ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ 55ଟି ଆମ ବସଷ୍ଟାଣ୍ଡ ନିର୍ମାଣ ହୋଇଥିବା ବେଳେ ସେଥି ମଧ୍ୟରୁ ୨୧ ଟିର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯାଇଛି ।…