ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର: ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ଦାସ ଜଣେ ମହାନ ଦେଶଭକ୍ତ ଥିଲେ। ଦେଶମାତୃକାର ସେବା ସହ ଜଣେ ସମାଜ ସଂସ୍କାରକ…