ଡାକ୍ତର ଆବଶ୍ୟକତା ଦୃଷ୍ଟିରୁ ଓଡ଼ିଶା ଏବେ ଏକ ବଳକା ରାଜ୍ୟ : ନିରଞ୍ଜନ
ସ୍ୱାସ୍ଥ୍ୟସେବାରେ ଗୁଣାତ୍ମକ ରୂପାନ୍ତରଣ ଉପରେ ସରକାରଙ୍କ ଗୁରୁତ୍ୱ
୨୦୨୩ ଡିସେମ୍ବର ମାସ ସୁଦ୍ଧା ସମସ୍ତ ଡାକ୍ତର ପଦବୀ ପୂରଣ କରାଯିବ
ଭୁବନେଶ୍ୱର:ସୁସ୍ଥ ଓ ନିରାମୟ ଜୀବନ ସମସ୍ତଙ୍କର କାମ୍ୟା ଓଡ଼ିଶାର ମହାନୁଭବ ମୁଖ୍ୟମନ୍ତ୍ରୀଙ୍କ ଭାଷାରେ ପ୍ରତ୍ୟେକଟି ଜୀବନ ମୁଲ୍ୟବାନା…