ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ମାଧ୍ୟମରେ ମତ୍ସ୍ୟ ଉତ୍ପାଦନ ସମ୍ଭନ୍ଧୀୟ ନୂତନ କାର୍ଯ୍ୟକ୍ରମ

ଭୁବନେଶ୍ୱର: ମିଶନ ଶକ୍ତି ସହାୟତାରେ ଆମ ରାଜ୍ୟର ମହିଳାମାନେ ଆଜି ସ୍ୱାବଲମ୍ବୀ ହୋଇପାରିଛନ୍ତିା ରାଜ୍ୟରେ ମିଶନ ଶକ୍ତି ଦ୍ୱାରା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଗଠନ କରାଯାଇଛିା ଗତ ୪ ବର୍ଷ ମଧ୍ୟରେ ୧୩୨୮୯ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଗ୍ରାମ ପଞ୍ଚାୟତ ପୋଖରୀକୁ ଦୀର୍ଘ ମିଆଦୀ ଲିଜ ସୂତ୍ରରେ…

ପିସିସି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର- ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କର ଶ୍ରାଦ୍ଧ ଦିବସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ଭୁବନେଶ୍ୱର ରାଜୀବ ଭବନ ପରିସରରେ ଥିବା ରାଜୀବ ଗାନ୍ଧୀଙ୍କ…

ଓକାକ୍ ଡାଟା ସେଣ୍ଟର ପରିଦର୍ଶନ କଲେ ଆଇଟି ଉପଦେଷ୍ଟା ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର: ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗର ଉପଦେଷ୍ଟା ଶ୍ରୀ ଅନୁଭବ ପଟ୍ଟନାୟକ ଆଜି ଓକାକ୍ ସ୍ଥିତ ଡାଟା ସେଣ୍ଟର ପରିଦର୍ଶନ କରି ସେଠାରେ ଉପଲବ୍ଧ ସମସ୍ତ ବ୍ୟବସ୍ଥା ବିଷୟରେ ପଚାରି ବୁଝିଛନ୍ତିା ଆଜିର ଡିଜିଟାଲ ଯୁଗରେ ବିଭିନ୍ନ ସରକାରୀ ବ୍ୟବସ୍ଥା କିଭଳି ଲୋକଙ୍କ…

ଓପିଏସ୍‌ସି ଦୁର୍ନୀତିର ଗନ୍ତାଘର ଏବଂ ବିଜେଡି ସରକାର ଏହାର ରିଙ୍ଗ୍ ମାଷ୍ଟର୍‌: ଇରାସିସ୍ ଆଚାର୍ଯ୍ୟ

ମାନ୍ୟବର ହାଇକୋର୍ଟଙ୍କ ଦ୍ୱାରା ପ୍ରକାଶିତ ଏଏସ୍‌ଓ ମେଧା ତାଲିକା ରଦ୍ଦ ପ୍ରସଙ୍ଗ  ରାଜ୍ୟର ଶିକ୍ଷିତ ବେକାର ଯୁବକ ଯୁବତୀମାନଙ୍କ ଭବିଷ୍ୟତ ପାଇଁ ଆଦୈା ଚିନ୍ତିତ ନୁହଁନ୍ତି ବିଜେଡି ସରକାର  ଏ କ’ଣ ମୁଖ୍ୟମନ୍ତ୍ରୀ ନବୀନ ବାବୁଙ୍କ ଗୁଡ ଗଭର୍ଣ୍ଣେନ୍ସର ମଡେଲରେ କି? ଏହା ୫ଟି…

ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ନେଇ ସମ୍ମମ୍‌ରେ କର୍ମଶାଳା ଆୟୋଜିତ

ଭୁବନେଶ୍ୱର,୨୦/୫: ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ନେଇ ସମ୍ ଅଲ୍ଟିମେଟ ମେଡିକେୟାରରେ ଶନିବାର ଏକ କର୍ମଶାଳା ଆୟୋଜିତ ହୋଇଯାଇଛି । ଏଥିରେ ଓଡ଼ିଶାର ବିଭିନ୍ନ ହସ୍ପିଟାଲ୍‌ର ଚିକିତ୍ସା କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିଙ୍କ ସମେତ ନର୍ସ, ପାରାମେଡିକ୍ସ ଓ ଲାବାରେଟୋରୀ ଟେକ୍ନିସିଆନ୍‌ମାନେ ଯୋଗ…

କିମ୍‍ସରେ ଟ୍ରମା କେୟାର ଉପରେ କର୍ମଶାଳା

ଭୁବନେଶ୍ୱର୨୦ା୫: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ (କିମ୍‌ସ)ରେ ଆଡ୍‍ଭାନ୍‍ସଡ୍‍ ଟ୍ରମା କେୟାର ଉପରେ  ଦୁଇ ଦିନିଆ କର୍ମଶାଳା ଓ ନିରନ୍ତର ଡାକ୍ତରୀ ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦକ୍ଷତା ବୃଦ୍ଧି ଓ ପରିଣାମରେ ସୁଧାର ବିଷୟବସ୍ତୁ ଉପରେ ପର୍ଯ୍ୟବସିତ ଏହି…

ଜଳବାୟୁ ପରିବର୍ତ୍ତନ ପ୍ରଭାବର ମୁକାବିଲା ସଂପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ

ରାଜ୍ୟ କାର୍ଯ୍ୟ ଯୋଜନାର ପ୍ରଭାବଶାଳୀ ରୂପାୟନ ସଂପର୍କରେ ବିଚାରବିମର୍ଶ ଭୁବନେଶ୍ୱର:ଅବସ୍ଥିତି ଓ ଭୌଗୋଳିକ ସ୍ଥିତି ଯୋଗୁଁ ଓଡ଼ିଶାରେ ଜଳବାୟୁ ପରିବର୍ତ୍ତନ ଜନିତ ପ୍ରଭାବ ଅନୁଭୂତ ହେଉଛି । ଫଳରେ ଜନସାଧାରଣ ପ୍ରଭାବିତ ହେଉଛନ୍ତି । ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଅଗ୍ରଣୀ ରାଜ୍ୟ ଓଡିଶା…

ପରକୀୟା ପ୍ରିତି ଅଭିଯୋଗ : ଯୁବକଙ୍କୁ ମରଣାନ୍ତକ ଆକ୍ରମଣ !

ଓଡ଼ଗାଁ (ଶ୍ରୀକାନ୍ତ କୁମାର ମିଶ୍ର):ଓଡ଼ଗାଁ ଆଦର୍ଶଥାନା ଅଧିନସ୍ଥ ଗିରିଡିପଲ୍ଲୀ ପଞ୍ଚାୟତ ଧଝୋଲା ଗ୍ରାମରେ ଜଣେ ଯୁବକଙ୍କୁ ଗୁରୁତର ଆକ୍ରମଣ ହୋଇଥିବା ନେଇ ଓଡ଼ଗାଁ ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁସାରେ ଧଝୋଲା ଗ୍ରାମ ଉପରସାହିର ଜିତେନ୍ଦ୍ର ଚଣ୍ଡଙ୍କ ମା' ଆଜକୁ ଏକବର୍ଷ ତଳେ ମୃତ୍ୟୁବରଣ…

ତାଳଚେର ଗୋପାଳପୁର ରେଳ ପ୍ରକଳ୍ପ ଓଡ଼ଗାଁ ମାଟି ଦେଇ ଯିବାକୁ ଦାବି

ଓଡ଼ଗାଁ,୨୦।୫(ଶ୍ରୀକାନ୍ତ କୁମାର ମିଶ୍ର): ବହୁ ପ୍ରତିକ୍ଷୀତ ଖୋର୍ଦ୍ଧା ବଲାଙ୍ଗୀର ରେଳପଥ ନୟାଗଡ଼ ଛୁଇଁ ବଲାଙ୍ଗୀର ଅଭିମୁଖେ ଆଗେଇ ଚାଲିଥିବା ବେଳେ ନୂଆଗାଁ ପର୍ଯ୍ୟନ୍ତ ରେଳ ଗଡିସାରିଛି । ଏପରି ସ୍ଥଳେ ଓଡ଼ଗାଁ ମାଟିକୁ ରେଳପଥ ଛୁଇଁ ନଥିବା ବେଳେ ତାଳଚେର ଗୋପାଳପୁର ପ୍ରସ୍ତାବିତ ରେଳ…