ଫ୍ୟୁଚର ରେଡି ଭାରତ – ଓଡ଼ିଶା ସଂସ୍କରଣ ଡଜିଟାଲ ଗଭର୍ଣ୍ଣାନ୍ସ ସମ୍ମିଳନୀ ଆୟୋଜିତ

ଭୁବନେଶ୍ୱର: ଆଜି ଇଲେଟ୍ସ ଏବଂ ମାଇକ୍ରୋସଫ୍ଟ ଇଣ୍ଡିଆ ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱରରେ "ଫ୍ୟୁଚର ରେଡି ଭାରତ - ଓଡ଼ିଶା ସଂସ୍କରଣ' ଅନୁଷ୍ଠିତ ହୋଇଯାଇଛିାଉଦ୍ଘାଟନୀ ଉତ୍ସବରେ ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା ଶ୍ରୀ…

ଗ୍ରାମ ପାଣ୍ଠିରୁ ଅର୍ଥ ଖର୍ଚ୍ଚ କରି ରାସ୍ତା ନିର୍ମାଣ କଲେ ଗ୍ରାମବାସୀ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପ୍ରଶାସନ କୁ ଗୁହାରି କରି ନିରାଶ ହେଲେ। ଶେଷରେ ଗ୍ରାମର ହିତ ପାଇଁ ଗ୍ରାମ ପାଣ୍ଠି ରୁ ଅର୍ଥ ଖର୍ଚ୍ଚ କରି ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ କଲେ ଗ୍ରାମବାସୀ ଏଭଳି ଚିତ୍ର ଦେଖିବା ପାଇଁ ମିଳିଛି ଗଜପତି ଜିଲ୍ଲା ମୋହନା ବ୍ଲକ କର୍ଚ୍ଚବାଡ଼ି…

ମୋହନା ସ୍ୱାସ୍ଥ୍ୟକେନ୍ଦ୍ର ରେ ଜାତୀୟ ଡେ଼ଙ୍ଗୁ ଦିବସ ପାଳନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ମଙ୍ଗଳବାର ଜାତୀୟ ଡେ଼ଙ୍ଗୁ ଦିବସ ପାଳନ ହେଇଯାଇଛି। ବିଗତ ଦିନରେ ମୋହନା ଅଞ୍ଚଳରେ ଡେଙ୍ଗୁ କାୟା ବିସ୍ତାର କରି ଅନେକ ଜୀବନ ନେଇଥିଲା, ତେଣୁ ଏହି ଡେଙ୍ଗୁ ରୋଗକୁ ଦୂର କରିବା ସହ…

ଅସହାୟ ୫ଟି ଶିଶୁଙ୍କୁ ଉଦ୍ଧାର କରି ଥଇଥାନ କଲା ଜିଲ୍ଲା ପ୍ରଶାସନ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମୋହନା ବ୍ଲକ୍ ର ଅନ୍ତରବା ଏବଂ ଆଲିଗଣ୍ଡା ଗ୍ରାମରେ ପିତାଙ୍କୁ ହରାଇ ଅତି ଦୟନୀୟ ଅବସ୍ଥାରେ ବାସ କରୁଥିବା ୫ ଜଣ ଶିଶୁଙ୍କୁ ଉଦ୍ଦାର କଲା ଗଜପତି ଜିଲ୍ଲା ପ୍ରଶାସନ। ସୂଚନା ପ୍ରକାରେ ଆଲିଗଣ୍ଡା ଗ୍ରାମର ଜୀବନ ମଲ୍ଲିକଙ୍କ ଆକସ୍ମିକ ମୃତ୍ୟୁ ପରେ…

ଜିଲ୍ଲାସ୍ତରୀୟ ବିଶ୍ଵ ଉଚ୍ଚ ରକ୍ତଚାପ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟର ପ୍ରଶିକ୍ଷଣ ୟୁନିଟ ଠାରେ ଗଜପତି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଅନ୍ତର୍ଗତ ଏନସିଡ଼ି ସେଲ ପକ୍ଷରୁ ଜିଲ୍ଲାସ୍ତରୀୟ ବିଶ୍ଵ ଉଚ୍ଚ ରକ୍ତଚାପ ଦିବସ…

ଜିଲ୍ଲାସ୍ତରୀୟ ”ଜାତୀୟ ଡେଙ୍ଗୁ ଦିବସ”-୨୦୨୩ ପାଳନ ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲା ସ୍ତରୀୟ ''ଜାତୀୟ ଡେଙ୍ଗୁ ଦିବସ''-୨୦୨୩ ପାଳନ ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଡେଙ୍ଗୁ ଜ୍ଵର ପ୍ରତି…

ଜମି ବିବାଦକୁ ନେଇ ଭୁଜାଲି ମାଡ଼।

ମୟୁରଭଞ୍ଜ/ଦିପୁ ମହାପାତ୍ର ଙ୍କ ରିପୋର୍ଟ -ମୟୁରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ ଝାରପୋଖରିଆ ଥାନା ଅନ୍ତର୍ଗତ --ଜମି ବାଡ଼ି ବିବାଦକୁ ନେଇ ଭୁଜାଲି ମାଡ଼ ।ଏଭଳି ଘଟଣା ଘଟିଛି ବଡ଼ ଚାଟରା ଗ୍ରାମରେ । ସାନଭାଇ ଧରିଲେ ବଡ଼ ହାଣିଲେ । ବୋଲି ଅଭିଯୋଗ କରିଛନ୍ତି ଆହତ ଜଣଙ୍କ ଏହି ଭୁଜାଲି ମାଡରେ…

ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷଠାରେ ପ୍ରାକୃତିକ ବିପର୍ଯ୍ୟୟ ଜନିତ ଜିଲ୍ଲା ସ୍ତରୀୟ ବୈଠକ ଲାଇନ୍ ବିଭାଗୀୟ ଅଧିକାରୀମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଗଜପତି ଅତିରିକ୍ତ…

କାମାକ୍ଷାନଗର ଗସ୍ତରେ ବାଣିଜ୍ୟ ପରିବହନ ଓ ସ୍କିଲ ଡେଭଲପମେଣ୍ଟ ସଚିବ

କାମାକ୍ଷାନଗର-ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଗସ୍ତରେ ରାଜ୍ୟ ବାଣିଜ୍ୟ ପରିବହନ ଓ ସ୍କିଲ ଡେଭଲପମେଣ୍ଟ ସଚିବ ଉଷା ପାଢି।ସଚିବ ପ୍ରଥମେ ଜନ୍ତାରିବୋଲ ଠାରେ ନିର୍ମାଣ ହୋଇଥିବା ମଡେଲ ଇଞ୍ଜିନିୟରିଙ୍ଗ କଲେଜକୁ ପରିଦର୍ଶନରେ ଯାଇ ସେଠାରେ ଭିତ୍ତିଭୂମିର ଅନୁଧ୍ୟାନ କରିବା ସହ ଏହାକୁ କିପରି…