ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ:ନିୟମିତ ଯୋଗ, ବ୍ୟାୟାମ ଏବଂ ସନ୍ତୁଳିତ ଖାଦ୍ୟ ଦ୍ବାରା ନିୟନ୍ତ୍ରଣ ସମ୍ଭବ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଶ୍ବ ଉଚ୍ଚ ରକ୍ତଚାପ ଦିବସ ଜିଲ୍ଲା ମୁଖ୍ୟ ଚିକିତ୍ସାଧୂକାରୀ ଡ.ମକରନ୍ଦ ବେଉରାଙ୍କ ପୌରହିତ୍ୟରେ ବିଶ୍ବ ଉଚ୍ଚରକ୍ତଚାପ ଦିବସ ପାଳିତ ହୋଇଯାଇଛି । ଏହି ସଚେତନତା ସଭାରେ ଡ. ସୁଧାଂଶୁ ଶେଖର ଷଡ଼ଙ୍ଗୀ, ଡ.ପୁଷ୍ପାନିଳିମା…

ବିଶ୍ୱ ପାଳନ କଲା ୧୦ମ ଆର୍ଟ ଅଫ୍‍ ଗିଭିଂ ଦିବସ: ୬ଜଣଙ୍କୁ ଆର୍ଟ ଅଫ୍‍ ଗିଭିଂ ହିରୋ ସମ୍ମାନ

ଭୁବନେଶ୍ୱର, ୧୭ ।୫: ସମଗ୍ର ବିଶ୍ୱରେ ଆଜି ଆନ୍ତର୍ଜାତୀୟ ଆର୍ଟ ଅଫ୍‍ ଗିଭିଂ ଦିବସ ପାଳିତ ହୋଇଛି । ବିଶ୍ୱର ୬ଟି ମହାଦେଶ, ୧୨୦ଟି ଦେଶର ୩୫୦ଟି ସ୍ଥାନରେ ୧୦ମ ଅନ୍ତର୍ଜାତୀୟ ଆର୍ଟ ଅଫ୍‍ ଗିଭିଂ ଦିବସ ପାଳିତ ହେଉଛି । ଭାରତର ୨୯ଟି ରାଜ୍ୟ, ୪ଟି କେନ୍ଦ୍ରଶାସିତ ଅଞ୍ଚଳର ୩୫ଶହ ସ୍ଥାନରେ ଏବଂ ୨ଶହ…

ସ୍ୱାସ୍ଥ୍ୟ ସଚିବଙ୍କ ଦ୍ଵାରା ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ସମୀକ୍ଷା

ଆଗୁଆ ପୂର୍ଣ୍ଣ ପ୍ରସ୍ତୁତିରେ ରହିବା ପାଇଁ ନିର୍ଦ୍ଦେଶ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନ ରୋଗୀ ମାନଙ୍କ ସହ ସିଧା ସଳଖ ଆଲୋଚନା ଭୁବନେଶ୍ୱର/ପୁରୀ,: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶ୍ରୀମତି ଶାଳିନୀ ପଣ୍ଡିତ ଆଜି ପୁରୀ ଗସ୍ତ କରି…

ମେ ୧୮ ତାରିଖରେ ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ…

ପୁରୀ ଏବଂ ହାୱଡା ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ଓଡିଶାରେ ରେଳ ନେଟୱର୍କର ୧୦୦% ବିଦ୍ୟୁତିକରଣକୁ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ପୁରୀ ଏବଂ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ…

ମାହାଙ୍ଗା ବିଜେଡିରେ ମିଶ୍ରଣ ପର୍ବ, ବଢୁଛି ପ୍ରତାପଙ୍କ ପତିଆରା

https://youtu.be/wiA-4lYeQAw ମିଶନ 2024 ନିର୍ବାଚନ ପାଇଁ ମାହାଙ୍ଗା ବିଜେଡିର ମିଶ୍ରଣ ପର୍ବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ସ୍ୱଚ୍ଛ, ନିର୍ମଳ ଶାସନ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଶତାଧିକ…

ବିଜେପି ମୁହଁରେ ମହିଳାଙ୍କ ସମ୍ମାନ ଓ ସୁରକ୍ଷା କଥା ଏକ ବିଡମ୍ବନା: ବିଜେଡି

 ଧର୍ମେନ୍ଦ୍ରଙ୍କ ସହିତ ବିଜେପିର ନିର୍ଦ୍ଧିଷ୍ଟ ଗୋଷ୍ଟି ମିଶନ ଶକ୍ତି ମହିଳାଙ୍କୁ ଅପମାନିତ କରୁଛନ୍ତି  ବର୍ଷା ସିଂ ବରିହା ଓ ଦୀପାଲି ଦାସଙ୍କୁ ଅପମାନିତ କରିବାକୁ ପଛାଇଲେ ନାହିଁ  ବିଜେପି ସାଂସଦଙ୍କ ବିରୁଦ୍ଧରେ ଯୌନ ନିର୍ଯ୍ୟାତନା ଅଭିଯୋଗ ଆଣିଛନ୍ତି ମହିଳା…

ସମ୍‌ରେ ବୁଧବାର ଠାରୁ ଦୁଇ ଦିନିଆ ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମର ଜୋନାଲ୍ ଟାସ୍କ ଫୋର୍ସ ବୈଠକ ଆରମ୍ଭ

ଭୁବନେଶ୍ୱର ମେ ୧୭: ପୂର୍ବାଂଚଳ ନିମନ୍ତେ ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମର ଦୁଇ ଦିନିଆ ଜୋନାଲ୍ ଟାକ୍ସଫୋର୍ସ ବୈଠକ ଆସନ୍ତା ୧୮ ଓ ବ୯ ତାରିଖ ଦୁଇ ଦିନ ଧରି ଇନ୍‌ଷ୍ଟିୁଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ରେ ଆୟୋଜିତ ହେବ । ଦେଶରେ ଟିବି ଭଳି ବ୍ୟାଧିକୂ ୨୦୨୫…

ସହରାଞ୍ଚଳ ରୂପାନ୍ତରଣ ଉପରେ ନିର୍ବାଚିତ ପୌର ପ୍ରତିନିଧିଙ୍କୁ ନେଇ କର୍ମଶାଳା

ଭୁବନେଶ୍ୱର, ୧୭/୫: ସରକାରଙ୍କ ୫ଟି ପଦକ୍ଷେପ ଅନୁଯାୟୀ ଆଜି ସହରାଞ୍ଚଳ ରୂପାନ୍ତରଣ ଉପରେ ପୌର ସଂସ୍ଥାଗୁଡ଼ିକର ର୍ନିବାଚିତ ପ୍ରତିନିଧୀଙ୍କୁ ନେଇ ଏକ ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଲୋକସେବାଭବନରେ ଅନୁଷ୍ଠିତ ଏହି କର୍ମଶାଳାରେ ବିଭିନ୍ନ ପୌରସଂସ୍ଥାର ଅଧ୍ୟକ୍ଷ, ଉପାଧ୍ୟକ୍ଷ,…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଅଙ୍ଗନବାଡ଼ି ଛୁଟି ଘୋଷଣା ଦାବି

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଲକ୍ଷ୍ୟ ରଖି ସରକାର ସ୍କୁଲ,କଲେଜ ବନ୍ଦ ରଖିଥିଲା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଖୋଲା ରଖିଛନ୍ତି। ଯାହାକି କୋମଳମତୀ ଶିଶୁମାନେ ଅଙ୍ଗନବାଡ଼ି କେନ୍ଦ୍ରକୁ ଯାଇ ଖରାରେ କଲବଲ ହେଉଥିବା ପରିଲକ୍ଷିତ ହୋଇଛି। ସକାଳ ୭ଟାରୁ ଟାଇଁ ଟାଇଁ ଖରା…

ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଜିଲ୍ଲା ପରିଷଦର ସୃଜନ ସଭାଗୃହରେ ଜିଲ୍ଲାପାଳ ଶ୍ରୀ ରବୀନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ସମ୍ମାନିତ ଅତିଥି…