ଟାଟା ଷ୍ଟିଲ୍ ଫାଉଣ୍ଡେସନ ପକ୍ଷରୁ ଗୋପାଳପୁରରେ ଆନ୍ତର୍ଜାତିକ ଯୁବ ଦିବସ ପାଳିତ
ଗୋପାଳପୁର: ଟାଟା ଷ୍ଟିଲ୍ ଫାଉଣ୍ଡେସନ (ଟିଏସ୍ଏଫ୍) ପକ୍ଷରୁ ଆନ୍ତର୍ଜାତିକ ଯୁବ ଦିବସ ଅବସରରେ ଗଞ୍ଜାମ ଜିଲ୍ଲାର ପୋଡାପଦର ୟୁପି ହାଇସ୍କୁଲରେ ଚଳିତ ବର୍ଷର ବିଷୟବସ୍ତୁକୁ ନେଇ “ଯୁବପିଢ଼ି ପାଇଁ ସବୁଜ ଦକ୍ଷତା: ଏକ ଦୀର୍ଘସ୍ଥାୟୀ ଦୁନିଆ ଆଡକୁ ଅଗ୍ରଗତି’’ ନାମକ କାର୍ଯ୍ୟକ୍ରମ ଆୟୋଜନ…