ବିଳମ୍ବ ହେଲେବି ରାସ୍ତା ର ସମସ୍ୟା ଦୁର ହେଲା !

ଭଣ୍ଡାରୀପୋଖରୀ: ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ବ୍ଲକ ଅନ୍ତର୍ଗତ ରଣଜିତ ପଞ୍ଚାୟତର କୁନ୍ତେଶ୍ୱର ପୀଠକୁ ଯିବା ପାଇଁ ମୁଖ୍ୟ ସମସ୍ୟା ଭାବେ ରାସ୍ତା ସମସ୍ୟା ମୁଣ୍ଡ ଟିକି ଥିବା ବେଳେ ସମାଧାନ ପୂର୍ବକ କଂକ୍ରିଟ ସଡ଼କ ନିର୍ମାଣ ପାଇଁ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ତେବେ ଆଦର୍ଶ ଗ୍ରାମ ଯୋଜନାର…

ମହାରାଷ୍ଟ୍ର ଓ ଓଡ଼ିଶା ର କୋରାପୁଟ ଜିଲ୍ଲାର ଦମ୍ପତ୍ତିଙ୍କ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଶୁକ୍ରବାର ଦିନ ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୩୭ ଓ ୩୮ ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ପୋଷ୍ୟ ସନ୍ତାନ ଭାବେ ମହାରାଷ୍ଟ୍ର ଏବଂ ଓଡ଼ିଶାର କୋରାପୁଟ ଜିଲ୍ଲାର ଦୁଇଟି ପୃଥକ ପୃଥକ ଦମ୍ପତ୍ତିଙ୍କୁ…

ଗୋପବନ୍ଧୁ ପାଠାଗାରରେ ସ୍ବାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ।

ରାଉରକେଲା, (ବସନ୍ତ କୁମାର ଜେନା):-ରାଉରକେଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଉତ୍କଳ ସ୍ନେହୀ ମହିଳା ସମିତି, ଗୋପବନ୍ଧୁ ପାଠାଗାର ଏବଂ ରାଉରକେଲା ଅବସରପ୍ରାପ୍ତ କର୍ମଚାରୀ ସଂଘର ମିଳିତ ଆନୁକୂଲ୍ୟରେ ଗୋପବନ୍ଧୁ ପାଠାଗାରର ସଭାଗୃହରେ ଏକ ସ୍ବାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ସମ୍ ଅଲ୍ଟିମେଟ୍‌ରେ ଆନ୍ତର୍ଜାତୀୟ ନର୍ସେସ୍ ଦିବସ

ଭୁବନେଶ୍ୱର, ୧୩/୦୫: ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଶୁକ୍ରବାର ଆନ୍ତର୍ଜାତିକ ନର୍ସେସ୍ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମ୍ମମ୍‌ର ସିଇଓ ଡକ୍ଟର ଶ୍ୱେତପଦ୍ମା ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନର୍ସମାନେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେଏକ ଅବିଚ୍ଛେଦ୍ୟ ଅଙ୍ଗ ବୋଲି କହିଥିଲେ ।…

ସ୍ୱର୍ଗତ ଦେବୀ ପ୍ରସାଦ ରାୟଙ୍କର ସ୍ମୃତି ସଭା ଆୟୋଜିତ

ଭୁବନେଶ୍ୱର, ୧୩/୦୫: ସୋଆର କୁଳାଧିପତି ସ୍ୱର୍ଗତ ପ୍ରଫେସର ଦେବୀ ପ୍ରସାଦ ରାୟଙ୍କର ସ୍ମୃତିରେ ଶୁକ୍ରବାର ଏକ ସଭା ଆୟୋଜିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ସୋଆ ପରିବାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ଅବସରରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ) ମନୋଜରଞ୍ଜନ…

ବାଂଲାଦେଶ ଉପରେ ମୋକାର ପଡ଼ିବ ପ୍ରଭାବ, ଓଡ଼ିଶାରେ ବଢ଼ିବ ତାତି

ଭୁବନେଶ୍ୱର, ୧୩/୦୫: ଭୀଷଣ ବାତ୍ୟା ‘ମୋକା’ ଯାହାକି ଶନିବାର ଦକ୍ଷିଣ ପୂର୍ବ ପାରାଦ୍ୱୀପ ଠାରୁ ୫୯୦ କିମି ଦୂରରେ ରହିଥିଲା ତାହା ଉତର ପୂର୍ବ ଦିଗରେ ବାଂଲାଦେଶ ଆଡକୁ ମୁହାଁଇବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା…

ଦୂଷିତ ହେଉଛି ବ୍ରାହ୍ମଣୀ ନଦୀ ର ଜଳ

କାମାକ୍ଷାନଗର - ଢ଼େଙ୍କାନାଳ ଜିଲ୍ଲା ଦେଇ ବୋହି ଯାଇଥିବା ବ୍ରାହ୍ମଣୀ ନଦୀ ର ଜଳ ଦିନକୁ ଦିନ ଦୂଷିତ ହେବାରେ ଲାଗିଛି। ଫଳ ରେ ପିଇବା କି ଅନ୍ୟ କାର୍ଯ୍ୟ ଲାଗି ଏହାର ଜଳ ବ୍ୟବହାର କରିବା ସମ୍ଭବ ହେଉନାହିଁ। ନଦୀ ର ଉପର ମୁଣ୍ଡ ରେ ଥିବା କଳକାରଖାନା ରୁ ବାହାରୁଥିବା ଦୂଷିତ ଓ ବିଷାକ୍ତ…

ଡାକ ବିଭାଗ ପକ୍ଷରୁ ଡାକ ମେଳା

ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ପାଇକମାଲ ବ୍ଲକ୍ ଅନ୍ତର୍ଗତ କେରମେଲାବାହାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଡାକ ବିଭାଗ ପକ୍ଷରୁ ଏକ ଡାକ ମେଳା ଅନୁଷ୍ଠିତ ହୋଇଯାଇଛି l ଏହି ମେଳାରେ ମୁଖ୍ୟ ଅତିଥି ଭାବେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ସମ୍ମାନିତ ଭାବେ ସମ୍ବଲପୁର ଡାକ ନିର୍ଦ୍ଦେଶକ ଆଦିତ୍ୟ…

ଓଡ଼ଗାଁରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ଓଡ଼ଗାଁ, ୧୩।୫(ଶ୍ରୀକାନ୍ତ କୁମାର ମିଶ୍ର): ଓଡ଼ଗାଁ ସ୍ଥାନୀୟ ସିଭିଲ କୋର୍ଟ କମ୍ପ୍ଲେକ୍ସ ପରିସରରେ ଶନିବାର ଦିନ ଦିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ବ୍ୟାଙ୍କ ସମ୍ବନ୍ଧିୟ ୨୯୪ ମାମଲାରୁ ୬ ମାମଲା ଫଇସଲା ବାବଦରେ ୩ ଲକ୍ଷ ୨୭ ହଜାର ଟଙ୍କା ଆଦାୟ ହୋଇଛି । ସିନିୟର୍ ସିଭିଲ…

ଓଡ଼ଗାଁ ଏନଏସିରେ ୧ କୋଟି ୧୩ ଲକ୍ଷ ଟଙ୍କାର ପ୍ରକଳ୍ପ ଉଦ୍ଘାଟନ କଲେ ନୟାଗଡ଼ ବିଧାୟକ

"ଆପଣ ମାନେ ସମସ୍ତେ ମୋ ମା'ପରି । ଏଣୁ ଆଶା କରୁଛି ସନ୍ତାନର କଷ୍ଟକୁ ଆପଣମାନେ ହିଁ ବୁଝିପାରିବେ" ଓଡ଼ଗାଁ(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିକାଶର ଧାରା ଆଗେଇ ଚାଲିଥିବା ବେଳେ ଓଡ଼ଗାଁର ଶ୍ରେୟ ସବୁବେଳେ ଆଗରେ ରହିଛି । କୌଣସି ବିକାଶ ମୂଳକ କାର୍ଯ୍ୟକୁ ଯେତିକି…