ଭୁବନେଶ୍ବରରେ ପହଁଞ୍ଚିଲେ ମଣିପୁରରେ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀମାନେ .
ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ, ଦେଲେ ଧନ୍ୟବାଦ |
ଭୁବନେଶ୍ବର : ମଣିପୁରର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟରେ ପଢୁଥିବା ଦଶଜଣ ଓଡିଆ ଛାତ୍ରଛାତ୍ରୀମାନେ ଆଜି ସୁରକ୍ଷିତ ଭାବରେ ଭୁବନେଶ୍ବରରେ ପହଞ୍ଚିଛନ୍ତି | ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶକ୍ରମେ ଓଡିଶା…