ଝାରବନ୍ଧ ରେ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ “ଘର ଅଗଣାରେ କୁକୁଡା ପାଳନ ମାଧ୍ୟମରେ ଜୀବିକାର୍ଜନ”…
ଝାରବନ୍ଧ -ମନୋହର ଦାଶ-: ସ୍ଥାନୀୟ ରାଜିବ ଭବନ ଠାରେ ସ୍ବୟଂ ସହାୟକ ଗୋଷ୍ଠୀ ର ମାଁ ଓ ଭଉଣୀ ମାନଙ୍କ ପାଇଁ , "ଘର ଅଗଣାରେ କୁକୁଡ଼ା ପାଳନ ମାଧ୍ୟମରେ ଜୀବିକାର୍ଜନ" ଯୋଜନାରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ବିଧାୟିକା ବର୍ଷା ସିଂ ବରିହା ମୂଖ୍ୟ ଅତିଥି ଭାବେ…