କିଟ୍ ଓ ଜର୍ଜ ୱାଶିଂଟନ୍ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ସ୍ୱାକ୍ଷର
ଭୁବନେଶ୍ୱର,୨ ।୫: କିଟ୍ ବିଶ୍ୱବିଦ୍ୟାଳୟ ଓ ଆମେରିକାର ଜର୍ଜ ୱାଶିଂଟନ୍ ବିଶ୍ୱବିଦ୍ୟାଳୟ ସ୍କୁଲ୍ ଅଫ୍ ବିଜିନେସ୍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଏହି ବୁଝାମଣାପତ୍ରରେ କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁଳପତି ପ୍ରଫେସର ସସ୍ମିତା ସାମନ୍ତ ଏବଂ ଜର୍ଜ ୱାଶିଂଟନ୍…