ସୁନ୍ଦରଗଡ଼ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼,୦୧/୦୫(ବସନ୍ତ କୁମାର ଜେନା): ସ୍ଥାନୀୟ ସଦଭାବନା ଭବନ ଠାରେ ଆଜି ଜିଲ୍ଲାପାଳ ଡା. ପରାଗ ଗଭାଲି ଙ୍କ ଦ୍ଵାରା ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଆଜିର ଅନୁଷ୍ଠିତ ଏହି ଜନ ଶୁଣାଣି ରେ ମୋଟ ୧୩୩ ଟି ଅଭିଯୋଗ ଆସିଥିଲା I ଏହି ଅଭିଯୋଗ ଗୁଡିକ ମଧ୍ୟରେ ୧୧୪…

ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଳା ବଣେଇ ୟୁନିୟନ ଅଫ ଜର୍ନାଲିଷ୍ଟ।

ସୁନ୍ଦରଗଡ଼ / ବଣେଇ(ବସନ୍ତ କୁମାର ଜେନା) :- ଓଡ଼ିଶା ସାମ୍ବାଦିକ ୟୁନିୟନ (ଓୟୁଜେ) ଆହ୍ଵାନ କ୍ରମେ ଆଜି ଶ୍ରମିକ ଦିବସ ମେ ୧ ତାରିଖକୁ ପ୍ରତିବାଦ ଦିବସ ଭାବେ ପାଳନ କରିବା ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଉଦେଶ୍ୱରେ ବଣେଇ ୟୁନିୟନ ଅଫ ଜର୍ନାଲିଷ୍ଟ ସଂଘ ତରଫରୁ…

ଜିଲ୍ଲାସ୍ତରୀୟ ଶ୍ରମିକ ଦିବସ ଓ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ତରୀୟ ଶ୍ରମିକ ଦିବସ ଓ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା କାର୍ଯ୍ୟାଳୟ ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ…

ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ , କଟକ ଓ ମାନ୍ୟବର ଜିଲ୍ଲା ଦୌରାଜଜ୍ - ତଥା - ଅଧ୍ୟକ୍ଷ, ଶ୍ରୀ ପ୍ରଣବ କୁମାର ରାଉତରାୟଙ୍କ ନିର୍ଦ୍ଦେଶ କ୍ରମେ ପାରଳାଖେମୁଣ୍ଡି ସ୍ଥିତ ନିୟନ୍ତ୍ରିତ ବଜାର କମିଟିର ସମ୍ମିଳନୀ କକ୍ଷ ଠାରେ ଗଜପତି ଜିଲ୍ଲା ଆଇନ…

ପୁନେ ସ୍ଥିତ ପୁଣେର ସଶସ୍ତ୍ର ବାହିନୀ ମେଡିକାଲ କଲେଜରେ ଫ୍ଲାଗ୍ ଫାଉଣ୍ଡେସନ୍ ଅଫ୍ ଇଣ୍ଡିଆ ଦ୍ବାରା ବିଶାଳ ଜାତୀୟ ପତାକା…

ଫାଉଣ୍ଡେସନର ଚେୟାରମ୍ୟାନ୍ ଶ୍ରୀ ନବୀନ ଜିନ୍ଦଲଙ୍କ ଦ୍ବାରା ୧୦୮ ଫୁଟ ଉଚ୍ଚ ଜାତୀୟ ପତାକା ଉତ୍ତୋଳନ ପୁଣେ / ନୂଆଦିଲ୍ଲୀ:ଗର୍ବ ଏବଂ ସମ୍ମାନ ସହିତ ଭାରତୀୟ ଜାତୀୟ ପତାକା ପ୍ରଦର୍ଶନକୁ ପ୍ରୋତ୍ସାହିତ କରିବା ଏବଂ ଏହାର ମହତ୍ତ୍ୱ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ନିଜର ପ୍ରଚେଷ୍ଠା ଜାରି…

ଅପରିପକ୍ୱ ମନ୍ତବ୍ୟ ପାଇଁ ସମ୍ବଲପୁରବାସୀଙ୍କ ପାଖରେ କ୍ଷମା ମାଗନ୍ତୁ ପ୍ରସନ୍ନ ଆଚାର୍ଯ୍ୟ : ନାଉରୀ ନାଏକ

 ନିଜର ରାଜନୈତିକ ସ୍ୱାର୍ଥ ସାଧନ ପାଇଁ ଏଭଳି ହାଲୁକା ମନ୍ତବ୍ୟକୁ ସମ୍ବଲପୁର ତଥା ପଶ୍ଚିମ ଓଡିଶାବାସୀ କେବେ ବରଦାସ୍ତ କରିବେ ନାହିଁ  କେନ୍ଦ୍ରମନ୍ତ୍ରୀଙ୍କୁ ଆକ୍ଷେପ କରି ଶ୍ରୀ ଆଚାର୍ଯ୍ୟ ଦେଇଥିବା ମନ୍ତବ୍ୟ ଅତ୍ୟନ୍ତ ପିଲାଳିଆମି  ଦୋଷୀମାନଙ୍କୁ ତ୍ୱରିତ୍ୱ ଓ…

ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କର ଗ୍ରୀଷ୍ମ ଅବକାଶକାଳୀନ ପାଠପଢ଼ା ପାଇଁ ସମସ୍ତ ଜିଲ୍ଲାରେ ଟୋଲ-…

ଭୁବନେଶ୍ୱର,:ଗ୍ରୀଷ୍ମ ଅବକାଶକାଳୀନ ସମୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାର୍ଥୀମାନଙ୍କ ପାଠପଢ଼ାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶାଙ୍କ ପକ୍ଷରୁ "ଅବକାଶକାଳୀନ ଗୃହକାର୍ଯ୍ୟ' (Holiday Homework Programme) ମଇ ୧ତାରିଖରୁ କାର୍ଯ୍ୟକାରୀ କରିବାକୁ…

ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ଶ୍ରମ ଦିବସ ପାଳିତ

ନୟାଗଡ଼: ବିରୁଡ଼ା ଗ୍ରାମ ପଞ୍ଚାୟତ ରେ ନୟାଗଡ ଜିଲ୍ଲା ଆଇନସେବା ପ୍ରାଧ୍ୟାକରଣ ତରଫରୁ ଆନ୍ତର୍ଜାତୀୟ ଶ୍ରମ ଦିବସ ପାଳିତ ହୋଇଅଛି । ପୂର୍ବତନ ସମିତିସଭ୍ୟ ଦୁର୍ଯ୍ୟୋଧନ ଜେନା ଅତିଥ୍‌ ପରିଚୟ ଏବଂ ସଭାର ତାତ୍ପର୍ଯ୍ୟ ବିଷୟରେ ସୂଚନା ଦେଇଥିଲେ । ପ୍ରାଧିକରଣ ସଚିବ ତଥା ବରିଷ୍ଠବର୍ଗ ବିଚାରପତି…

ଜିଲ୍ଲା ଚେସ ଆସୋସିଏସନର କର୍ମକର୍ତ୍ତା ନିର୍ବାଚନ

ନୟାଗଡ଼,୧/୫: ନୟାଗଡ଼ ଜିଲ୍ଲା ଚେସ ସଂଘର ସାଧାରଣ ବୈଠକରେ ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ଫଳାଫଳ ରିଟର୍ଣ୍ଣିଂ ଅଫିସର ଲକ୍ଷ୍ମୀଧର ସାହୁ ଘୋଷଣା କରିଥିଲେ ଏବଂ ଉପସ୍ଥିତ ସଦସ୍ୟ ମାନେ ସର୍ବସମ୍ମତିକ୍ରମେ ନୂତନ କର୍ମକର୍ତ୍ତା ମାନଙ୍କୁ ସ୍ବାଗତ କରିଥିଲେ ।…

ଦଶପଲ୍ଲା ହାଇସ୍କୁଲର ପ୍ଲାଟିନମ ଜୁବୁଲି ଉଦଯାପିତ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଦଶପଲ୍ଲା ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ ଜୁବୁଲି ଗତ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଦୁଇ ଦିନ ଧରି ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଛି । ଆଜିର ଉଦଯାପନୀ ଉତ୍ସବରେ ମୁଖ୍ୟ…