ଅଙ୍ଗନବାଡି କେନ୍ଦ୍ରକୁ ଉନ୍ନୀତ ହେଲେ ୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର : ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି
ବାର୍ଷିକ ଅତିରିକ୍ତ ୧୮.୭୫ କୋଟି ଟଙ୍କା ବହନ କରିବେ ରାଜ୍ୟ ସରକାର
ଭୁବନେଶ୍ୱର: ରାଜ୍ୟର ୨୮୩୬ ମିନି ଅଙ୍ଗନବାଡି କୁ ଉନ୍ନୀତ (upgrade) କରାଯାଇ ଅଙ୍ଗନବାଡି କେନ୍ଦ୍ରରେ ରାଜ୍ୟ ସରକାର ପରିଣତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କୀତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି…