ବାଲି ଘାଟରେ ବନ୍ଧୁକ ସହ ଯୁବକ କୁ ମାଡି ବସିଲା ପୋଲିସ।

ବନ୍ଧୁକ ଓ କାର ଜବତ ,ଯୁବକ ଥାନାରେ ଅଟକ । କାମାକ୍ଷାନଗର/ରିତେଶ ବ୍ରହ୍ମା- ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଅନ୍ତର୍ଗତ କନ୍ତିଓପୁଟସାହି ବାଲିଘାଟରେ ଯୁବକଙ୍କ ଦାଦାଗିରି ବେଳେ ମାଡି ବସିଲା ପୋଲିସ । ଯୁବକଙ୍କ ଠାରୁ ଗୋଟିଏ ବନ୍ଧୁକ ଓ କାର ଜବତ କରିଛି ପୋଲିସ୍ । ଅଟକ ଯୁବକ ଜଣକ…

ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ କଳାହାଣ୍ଡି ଜିଲ୍ଲା ଗସ୍ତ

ଜିଲ୍ଲାରେ ଏମ ରାମପୁର ଏବଂ କେସିଙ୍ଗା ଠାରେ ଅତିରିକ୍ତ ଦେୱାନି ଜଜ୍ ତଥା ଜେ ଏମ ଏଫ୍ ସି କୋର୍ଟ ର ନୂତନ କୋଠାର ଶୁଭ ଉଦଘାଟନ ଭବାନୀପାଟଣା :ଆଜି କଳାହାଣ୍ଡି ଜିଲ୍ଲା ଏମ ରାମପୁର ଏବଂ କେସିଙ୍ଗା ଠାରେ ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଡ ଏସ ମୂରଲୀଧର ଙ୍କ କରକମଳରେ ଅତିରିକ୍ତ ଦେୱାନୀ…

ସିନ୍ଦୁରିଆ ହାଇସ୍କୁଲ ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ନୟାଗଡ଼,୩୦ା୪: ନୟାଗଡ଼ ବ୍ଲକ ଅନ୍ତର୍ଗତ ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଦର୍ଶନ ପ୍ରଧାନଙ୍କୁ କ୍ଲଷ୍ଟରସ୍ତରୀୟ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ନୟାଗଡ଼ ବ୍ଲକ ସଭାଗୃହଠାରେ ରବିବାର ଦିନ ଦିଆଯାଇଛି । ଏହି ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର ବିଦାୟ ସମ୍ବର୍ଦ୍ଧନା ସଭା…

ପୂର୍ବତନ ସରପଞ୍ଚ ହତ୍ୟାକାଣ୍ଡ ମାମଲା,୪ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଏବଂ ୫ହଜାର ଫାଇନ

ନୟାଗଡ଼,୨୯ା୪: ପୂର୍ବତନ ସରପଞ୍ଚ ହତ୍ୟାକାଣ୍ଡ ମାମଲାର ବିଚାର କରି ନୟାଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲାଜଜ ଚାରିଜଣ ଅଭିଯୁକ୍ତଙ୍କୁ ଆଜୀବନ ଦଣ୍ଡାଦେଶ ପ୍ରଦାନ କରିଥିବା ବେଳେ ଅନ୍ୟ ତିନିଜଣଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ମିଳିଥିବା ରାୟରୁ ପ୍ରକାଶ ଯେ ୨୦୧୩ ମସିହା…

ପାରଳାଖେମୁଣ୍ଡି ଠାରେ ଓକିଲ ସଂଘ ପକ୍ଷରୁ ଆଇନଜୀବୀ ଦିବସ ପାଳିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଓ ଦୌରା ଜଜ୍ ଙ୍କ ଅଦାଲତ ପରିସରରେ ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ଜୟନ୍ତୀ ଓ ଆଇନଜୀବି ଦିବସ ପାଳିତ ହୋଇଯାଇଛି।ଓକିଲ ସଂଘର ସଭାପତି ଶ୍ରୀ ସିଦ୍ଧେଶ୍ଵର…

ଉତ୍କଳ ହିତୈଷିଣୀ ସମାଜ ଓ ଉତ୍କଳ ସମ୍ୱିଳନୀ ଆନୁକୁଲ୍ୟରେ ମଧୁସୂଦନ ଜୟନ୍ତୀ ପାଳିତ

 ପାରଳଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହରେ ଭାରତ ଭୂଷଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୬ତମ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ ଭାଷା ସଂସ୍କୃତିର ସୁରକ୍ଷା ପାଇଁ ପ୍ରତ୍ୟେକ ଓଡ଼ିଆ ଶୟନେ ସ୍ୱପନେ ଜଗରଣେ…

ଜିଲ୍ଲାସ୍ତରୀୟ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ତରୀୟ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ଅବସରେ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଦ୍ୱାରା ବିଭିିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଶୁକ୍ରବାର ଦିନ ଗୋଷାଣୀ ବ୍ଲକରେ ଖରସଣ୍ଡା ଗ୍ରାମରେ ଏକ ପ୍ରାଣୀ ଚିକିତ୍ସା…

ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ .

ପାଣ୍ଡିଆନଙ୍କ କ୍ଷେତ୍ର ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟରେ ମଞ୍ଜୁର କଲେ ୨୨ କୋଟି ନିର୍ଦିଷ୍ଟ ସମୟ ସୀମା ମଧ୍ୟରେ ଶେଷ ହେବ ବିକାଶ କାମ ଆବଶ୍ୟକତା ଭିତ୍ତିରେ ଲୋକଙ୍କୁ ଜମି ମଧ୍ଯ ଦିଆଯିବ. ପଞ୍ଚୁ ବାରାହୀ ପୀଠକୁ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳ କରାଯିବ .…

ଇଲେକ୍ଟ୍ରିକ ଯାନ କ୍ରୟ ନିମନ୍ତେ ପ୍ରୋତ୍ସାହନ ରାଶି ବୃଦ୍ଧି

ସୁବିଧା ପାଇବେ ୨୦୨୧ ସେପ୍ଟେମ୍ବର ୨ ପରଠାରୁ କିଣିଥିବା ଗ୍ରାହକ ଭୁବନେଶ୍ୱର : ଏକ ସ୍ୱଚ୍ଛ ଓ ପୋଷଣୀୟ ଭବିଷ୍ୟତ ଲକ୍ଷ୍ୟରେ ରାଜ୍ୟ ସରକାର ସମସ୍ତ ନାଗରିକଙ୍କୁ ଇଲେକ୍ଟ୍ରିକ ଯାନ ବ୍ୟବହାର ନିମନ୍ତେ ପ୍ରୋତ୍ସାହିତ କରୁଛନ୍ତିା ଓଡ଼ିଶା ସବୁଜ ଅର୍ଥନୀତିକୁ ସର୍ବଦା ପ୍ରୋତ୍ସାହନ ଦେଇଆସିଛି ଏବଂ…

କିଟ୍‌ ଇଣ୍ଟରନ୍ୟାସ୍‌ନାଲ୍‌ ସ୍କୁଲ୍‌ ଛାତ୍ରୀ ଜେଇଇ ଓଡ଼ିଶା ଟପ୍‌ପର

ଭୁବନେଶ୍ୱର: କିଟ୍‌ ଇଣ୍ଟରନ୍ୟାସ୍‌ନାଲ୍‌ ସ୍କୁଲ୍‌ ଛାତ୍ରୀ ପ୍ରିୟଙ୍କା ସର ଜେଇଇ ମେନ୍‌ରେ ଓଡ଼ିଶାରେ ଶ୍ରେଷ୍ଠ ସ୍ଥାନ ଅଧିକାର କରିଛନ୍ତି। ଜେଇଇ ମେନ୍‌ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ ପ୍ରିୟଙ୍କା ଏଥିରେ ୯୯.୯୮୫ ପ୍ରତିଶତ ନମ୍ବର ରଖି ଓଡ଼ିଶା ଟପ୍‌ପର ହେବାର ଗୌରବ ଅର୍ଜନ…