ଓଏଏସ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଟିକାବାଲିର ପୁଅ ଆକାଶ.
ଘୁ.ଉଦୟଗିରି (ଅବନୀ କୁମାର ପ୍ରଧାନ): କନ୍ଧମାଳ ଜିଲ୍ଲା ଟିକାବାଲି ବ୍ଲକ ନିକଟସ୍ଥ ଟିପାରୀଗାଁ ଗ୍ରାମର ଏକ ଗରିବ ପରିବାରରେ ଜନ୍ମ ଗ୍ରହଣ କରିଥିବା ଆକାଶ କୁମାର ଦିଗାଲ ୩୧୯ ନଂ ରେଙ୍କ ରଖି ଓଏ ଏସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି l ଯାହା ପାଇଁ ସମଗ୍ର ଜିଲ୍ଲା ସମେତ ଟିକାବାଲି ଅଞ୍ଚଳରେ…