ମନରେଗା କାର୍ଯ୍ୟରେ ଅନିୟମିତତା ଅଭିଯୋଗ,

ଜିଲ୍ଲା ଦୁର୍ନୀତି ନିବାରଣ ଅଧିକାରୀଙ୍କ ସହିତ ୧୦ ଜଣିଆ ଟିମର ଛାନଭିନ ଓଡ଼ଗାଁ,୨୭।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଦୁର୍ନୀତି ନିବାରଣ ଅଧିକାରୀ ଶ୍ରୀକାନ୍ତ ବେହେରାଙ୍କ ନେତୃତ୍ବରେ ଖଣ୍ଡପଡ଼ା, ନୂଆଗାଁ ଏବଂ କଟକରୁ ଆସିଥିବା ବୈଷୟିକ ଜ୍ଞାନକୌଶଳ ପ୍ରାପ୍ତ ଅଧିକାରୀ ଏବଂ…

ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟୋରେଟ୍‌

ଭୁବନେଶ୍ୱର: ବିଶିଷ୍ଟ ଶିକ୍ଷାବିତ୍‌ ଓ ସମାଜସେବୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠତା ଅଚ୍ୟୁତ ସାମନ୍ତଙ୍କୁ ଆସାମର ମହାପୁରୁଷ ଶ୍ରୀମନ୍ତ ଶଙ୍କରଦେବ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟୋରେଟ୍‌ ପ୍ରଦାନ କରାଯାଇଛି। ଗୁରୁବାର ବିଶ୍ୱବିଦ୍ୟାଳୟର ୫ମ ଦୀକ୍ଷାନ୍ତ ସମାରୋହରେ ଶ୍ରୀ…

ରତ୍ନଭଣ୍ଡାର ପ୍ରସଙ୍ଗରେ ମନଗଢ଼ା କାହାଣୀ ଗପୁଛି ବିଜେପି: ବିଜେଡି

 ଆଜି ନୁହେଁ, ୧୯୮୫ ମସିହାରୁ ଦୀର୍ଘ ୩୮ ବର୍ଷ ଧରି ଶ୍ରୀମନ୍ଦିରର ରତ୍ନଭଣ୍ଡାର ଖୋଲା ହୋଇନାହିଁ  ନିଜ ଦଳର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ପରୋକ୍ଷରେ ଦାୟୀ କରୁଛନ୍ତି ବିଜେପି ନେତା  ଶ୍ରୀଜଗନ୍ନାଥଙ୍କୁ ନେଇ ରାଜନୀତି କଲେ ଜଗନ୍ନାଥପ୍ରେମୀ ଓଡ଼ିଶାବାସୀ…

ସାନ ରାଧାକାନ୍ତ ମଠରେ ଷଷ୍ଠ ବାର୍ଷିକ ସ୍ମରଣ ମହୋତ୍ସବ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି କରଣ ସାହି ସ୍ଥିତ ସାନ ରାଧାକାନ୍ତ ମଠ ( ନୃସିଂହନାଥ ମଠ ) ରେ ଏପ୍ରିଲ ୧୭ ଠାରୁ ୨୭ ତାରିଖ ଯାଏ ୧୦୮ ମହନ୍ତ ଶ୍ରୀ ନରୋତ୍ତମ ଦାସଜୀ ମହାରାଜଙ୍କ ଷଷ୍ଠ ବାର୍ଷିକ ସ୍ମରଣ ମହୋତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ ୧୭ ତାରିଖ ଦିନ…

ବିଳମ୍ବ ନକରି ରତ୍ନଭଣ୍ଡାର ଖୋଲନ୍ତୁ ରାଜ୍ୟ ସରକାର : ପିତାମ୍ବର ଆଚାର୍ଯ୍ୟ

 ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟକୁ ଶୀତଳଭଣ୍ଡାରରେ ନରଖି ରିପୋର୍ଟ ଉପରେ କ’ଣ ପଦକ୍ଷେପ ନେଇଛନ୍ତି ସ୍ପଷ୍ଟକରନ୍ତୁ ରାଜ୍ୟ ସରକାର  ରତ୍ନଭଣ୍ଡାରର ମିଳିଥିବା ଡୁପଲିକେଟ୍ ଚାବି ଅସଲି ନାଁ ନକଲି! ତାହା ସାଧାରଣରେ ସ୍ପଷ୍ଟ କରନ୍ତୁ ରାଜ୍ୟ ସରକାର  ରାଜା ରାଜୁଡାମାନେ…

ଅନ୍ତର୍ଜାତୀୟ ମାନବ ଅଧିକାର ସୁରକ୍ଷା କାଉନସିଲର ୧ମ ବାର୍ଷିକ ଉତ୍ସବ ପାଳିତ ଓ ପୁସ୍ତକ ” ଧାରା” ଉନ୍ମୋଚନ

https://youtu.be/6WDAql86jO8 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଅନ୍ତର୍ଜାତୀୟ ମାନବ ଅଧିକାର ସୁରକ୍ଷା କାଉନସିଲର ୧ମ ବାର୍ଷିକ ଉତ୍ସବ ପାରଳାଖେମୁଣ୍ଡି ସ୍ଥିତ କାର୍ଯ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ପବ୍ଲିକ ରେଲେସନ ଅଫିସର , ଅନ୍ତର୍ଜାତୀୟ…

ଜିଲ୍ଲାସ୍ତରୀୟ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ୧୩୨ ତମ ଜୟନ୍ତୀ ସମାରୋହରେ ପାଳିତ

https://youtu.be/fJzx_pNjUFE ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ନବ ଉତ୍କଳର ନିର୍ମାତା , ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମୁଖ୍ୟ ପୁରୋଧା , ଓଡ଼ିଶା ଭାଷା-ଭିତ୍ତିକ ରାଜ୍ୟ ଗଠନର ମୁଖ୍ୟ ବିନ୍ଧାଣୀ ତଥା ସ୍ଵାଧୀନ ଓଡ଼ିଶାର…

ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ରାଜ୍ଯସ୍ତରୀୟ ଜୟନ୍ତୀ ଅବସରରେ ଗୁରୁ ଶ୍ରୀ ରଘୁନାଥ ପାତ୍ରଙ୍କ ସଙ୍ଗୀତ…

https://youtu.be/tbKB-sQcg14 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ରାଜ୍ଯ ସୂଚନା ଓ ଲୋକସମ୍ପର୍କ ବିଭାଗ ଓ ପାରଳା ଗଜପତି ବିକାଶ ମଞ୍ଚର ମିଳିତ ଆନୁକୁଲ୍ୟରେ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ…

ଆଳିରେ ଡଙ୍ଗା ବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନକମ୍ପାମୂଳକ ସହାୟତା ଘୋଷଣା ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟ ରେ ନୌକା ଦୁର୍ଘଟଣା ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଓ ଶୋକ…

ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,: ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆଜି ସକାଳେ କ୍ୟାପିଟାଲ ଏଜି ଛକସ୍ଥିତ ପରିବହନ ଭବନ ସମ୍ମୁଖରେ ଥିବା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ପ୍ରତିମୂର୍ତ୍ତିରେ ବିଶିଷ୍ଟ ବ୍ୟକ୍ତିମାନେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ମାନ୍ୟବର…