ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ନୟାଗଡ଼,୨୪/୪:ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ, ବାଣିଜ୍ୟ ବିଭାଗ ଶେଷ ବର୍ଷ ଛାତ୍ରଛାତ୍ରୀ ମାନଙ୍କ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତହୋଇଅଛି । ବିଭାଗୀୟ ମୁଖ୍ୟ ବଂଶୀଧର ଗୌଡ଼ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମହାବିଦ୍ୟାଳୟ ଅଧକ୍ଷ ସୁରେଶ କୁମାର ପ୍ରଧାନ, ବାଣିଜ୍ୟ ବିଭାଗର…

ପଡୋଶୀ ଛତିଶଗଡ ରେ ସମ୍ମାନିତ ହେଲେ ବିଧାୟକ ସୁଶାନ୍ତ ସିଂ

ବରଗଡ :- ପଡୋଶୀ ରାଜ୍ୟ ଛତିଶଗଡ ର ରାୟଗଡ଼ ଜିଲ୍ଲା ବରମକେଳା ଅନ୍ତର୍ଗତ ପଡ଼ିଗାଉଁ ଗ୍ରାମରେ ନବନିର୍ମିତ ଜଗତର ନାଥ ଜଗନ୍ନାଥ ମହାପ୍ରଭୁ ଙ୍କର ଭବ୍ୟ ମନ୍ଦିରର ପ୍ରାଣପ୍ରତିଷ୍ଠା ଉତ୍ସବ ଅତି ଧୁମଧାମରେ , ବିପୁଳ ଜନସମାଗମ ରେ ଜାରି ରହିଛି । ସପ୍ତାହ ଧରି ଚାଲିବାକୁ ଥିବା ଏହି ଉତ୍ସବରେ ପ୍ରତେକ…

ଜି -୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା”ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟଅପ୍ ପ୍ରଦର୍ଶିତ

ଭୁବନେଶ୍ୱର, ୨୪/୦୪: ଆଇଏମଏମ୍‌ଟି ପରିସରରେ ରବିବାର ଜି-୨୦ ଏଜୁକେସନ୍ ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଛାତ୍ରଛାତ୍ରୀଙ୍କ ୪ ଟି ଷ୍ଟାର୍ଟ ଅପ୍ ପ୍ରଦର୍ଶିତ ହୋଇଛି ।ଏହି କାର୍ଯ୍ୟକ୍ରମକୁ…

ଦେଶର ସର୍ବଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସୋଆକୁ ସିଏସ୍‌ଆର ମାନ୍ୟତା

ଭୁବନେଶ୍ୱର: ଦେଶର ଅଗ୍ରଣୀ କରେଂଟ ଆଫେୟାର୍ସ ଓ କ୍ୟାରିୟର ମାଗାଜିନ୍ କମ୍ପିଟିସନ୍ ସକ୍‌ସେସ୍ ରିଭ୍ୟୁ (ସିଏସ୍‌ଆର୍‌) ପକ୍ଷରୁ ୨୦୨୩ ବର୍ଷ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଦେଶର ଉକୃଷ୍ଟ ବିଶ୍ୱବିଦ୍ୟାଳୟ ଭାବେ ମନୋନୀତ କରାଯିବା ସହ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ…

ପାରସ୍ପରିକ ସହଭାଗିତା ନେଇ ସୋଆ ଏବଂ ୟୁଏସ୍‌ଟି ପ୍ରଡକ୍ଟ ଇଞ୍ଜିନିୟରିଂ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର, ୨୪/୦୪: ପାରସ୍ପରିକ ସହଭାଗିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଆଇଟି ସର୍ଭିସେସ୍ ଓ ସଲ୍ୟୁସନ୍ସ କ୍ଷେତ୍ରରେ କାର୍ଯ୍ୟରତ ଥିବା କମ୍ପାନୀ ୟୁଏସ୍‌ଟି ପ୍ରଡକ୍ଟ ଇଞ୍ଜିନିୟରିଂ ମଧ୍ୟରେ ସୋମବାର ଏଠାରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଛି । ଏହି ବୁଝାମଣାଟି ସୋଆର ପ୍ରୋ-…

ଜିଲ୍ଲାପ୍ରଶାସନ ସୁବର୍ଣ୍ଣପୁର ଆନୁକୂଲ୍ୟରେ କବି ଶ୍ରୀ ଜୟଦେବ ଜୟନ୍ତୀ ସମାରୋହ ପାଳିତ l

ସୁବର୍ଣ୍ଣପୁର (ପ୍ରକାଶ କୁମାର ହାତୀ ) ସୁବର୍ଣ୍ଣପୁରଜିଲ୍ଳା ପ୍ରଶାସନ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା ସରକାର ଙ୍କ ମିଳିତ ଆନୁକୂଲ୍ୟରେ କବି ଶ୍ରୀ ଜୟଦେବ ଜୟନ୍ତୀ ଉପଲକ୍ଷେ ଜିଲ୍ଲା ସ୍ତରୀୟ ସମାରୋହ -୨୦୨୩ ସ୍ଥାନୀୟ ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟ ରେ ଅନୁଷ୍ଠିତ…

୩୫ ଲକ୍ଷରୁ ଅଧିକ ଚାଷୀ ପାଇଲେ ୪୪୧.୭୬ କୋଟି ଟଙ୍କା ସୁଧ ରିହାତି

୨୦୨୨-୨୩ ପାଇଁ ଦୁଇଟି ପର୍ଯ୍ୟାୟରେ ସମୁଦାୟ ୮୫୬.୯୯ କୋଟି ଟଙ୍କାର ସୁଧ ରିହାତି ଚାଷୀମାନଙ୍କ ସଶକ୍ତୀକରଣ ଉପରେ ମୁଁ ସବୁବେଳେ ଗୁରୁତ୍ୱ ଦେଇ ଆସିଛି – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନର Convention Centerରେ ଆୟୋଜିତ ଏକ…

ଶିଶୁ ଯତ୍ନ ପରବର୍ତ୍ତୀ କେନ୍ଦ୍ର ଉଦଘାଟନ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର,(ପ୍ରକାଶ କୁମାର ହାତୀ ) ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ର ସହାୟତାରେ ୧୮ ବର୍ଷରୁ ଅଧିକ ବୟସର କିଶୋରୀ ବାଳିକା ମାନଙ୍କ ନିମନ୍ତେ ଉଦ୍ଧିଷ୍ଟ ଶିଶୁ ଯତ୍ନ ପରବର୍ତ୍ତୀ କେନ୍ଦ୍ର କୁ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ମୁଖ୍ୟଅତିଥି ଭାବରେ ଯୋଗଦାନ ପୂର୍ବକ ଉଦଘାଟନ…

ଯୁଗୋପଯୋଗୀ ଚାଷ ଉପରେ ଗୁରୁତ୍ୱ ଦେବାକୁ ଚାଷୀଙ୍କୁ ପରାମର୍ଶ

ସୁବର୍ଣ୍ଣପୁର :(ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ପବିତ୍ର ଅକ୍ଷୟ ତୃତୀୟା ଦିବସ (କୃଷକ ଦିବସ) ପାଳନ ସମାରୋହ ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ଅନ୍ତର୍ଗତ ଛେପାପାଲି ଠାରେ ଅନୁଷ୍ଠିତ ହୋଇଯାଇଛି l ଆଜି ସକାଳେ ରୀତିନୀତି ର ସହ ପୁଜାପାଠ ପୂର୍ବକ ଦିବସର ମୁଖ୍ୟ ଅତିଥି…

“ନିୟତି”ର ବାର୍ଷିକ ସାଧାରଣ ବୈଠକ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳଖେମୁଣ୍ଡି ସ୍ଥିତ ୟୁ ଟେକ୍ କମ୍ପ୍ୟୁଟର ଏଡୁକେସନ ସେଣ୍ଟର ରେ "ନିୟତି" ଭିନ୍ନକ୍ଷମଙ୍କ ପାଇଁ ସେବାରତ ଅନୁଷ୍ଠାନର ବାର୍ଷିକ ସାଧାରଣ ବୈଠକ ସଭାପତି ଡ଼ ଅଜୟ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭିନ୍ନକ୍ଷମ ପିଲାଙ୍କର…