ବରଗଡ ଜିଲ୍ଲାରେ ଦୁଇ ଗୋଟି ରକ୍ତଦାନ ଶିବିର

ବରଗଡ / ଝାରବନ୍ଧ / ଭଟଲି :- ମହାନ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଅବସରରେ ବରଗଡ ଜିଲ୍ଲା ଝାରବନ୍ଧ ବ୍ଳକ ବିଜୁ ଜନତା ଦଳ ପକ୍ଷରୁ ନୋଡାଲ ଉ.ପ୍ରା.ବିଦ୍ୟାଳୟ,ଝାରବନ୍ଧ ପରିସରରେଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପଦ୍ମପୁର ବିଧାୟିକା…

ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ

ଜିଲ୍ଲା କମିଟିକୁ ଆବଶ୍ୟକୀୟ ପାଣ୍ଠି ପ୍ରଦାନ ଭୁବନେଶ୍ୱର: ସାର୍ବଜନୀନ ସ୍ୱାସ୍ଥ୍ୟସେବାରେ ଅଧିକ ଗୁଣାତ୍ମକ ବିକାଶ ପାଇଁ ରାଜ୍ୟସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଆମ ହସ୍ପିଟାଲ କାର୍ଯ୍ୟକ୍ରମ ତ୍ୱରାନ୍ୱିତ ହୋଇଛି। ପ୍ରକଳ୍ପ ପୂର୍ଣାଙ୍ଗ ପାଇଁ ରାଜ୍ୟସରକାରଙ୍କ ତରଫରୁ ସମୟ ସାରଣୀ…

ଟାଟା ଷ୍ଟିଲ୍ ଯୋଡା ପକ୍ଷରୁ ଜାତୀୟ ଅଗ୍ନି ସେବା ସପ୍ତାହ ପାଳିତ

ଯୋଡା: (ପାର୍ଥ ସାରଥି ଷଡ଼ଙ୍ଗୀ)-ଜନସାଧାରଣ, କର୍ମଚାରୀ, ଯୁବ ଗୋଷ୍ଠୀ ଏବଂ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅଗ୍ନି ନିର୍ବାପନ ସମ୍ବନ୍ଧୀୟ ସଚେତନତା ଉଦ୍ଦେଶ୍ଯ ରେ ଟାଟା ଷ୍ଟିଲ ଯୋଡା ପକ୍ଷରୁ ଜାତୀୟ ଅଗ୍ନି ସେବା ସପ୍ତାହ ପାଳିତ ହୋଇ ଯାଇଛି Iଅଗ୍ନିସମ ବାହିନୀ ରେ ନିଷ୍ଠାପର ସହ କାର୍ଯ୍ୟ…

ଭୟଙ୍କର ବଜ୍ରାଘାତରେ ଅକାଳ ମୃତ୍ୟୁ

 ସୂର୍ଯ୍ୟନ୍ଦୁ ଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇଦେବା ନିମନ୍ତେ ଦାବି  ଘଡ଼ଘଡ଼ି ପ୍ରଭାବ ରେ ବରପଡା ବ୍ରିଜ ରେ ଫାଟ l                                      (ନିଶ୍ଚିନ୍ତକୋଇଲି-ଦେବେନ୍ଦ୍ର ଷଡ଼ଙ୍ଗୀ) ନିଶ୍ଚିନ୍ତକୋଇଲି ବ୍ଲକ ବରପଡା ସ୍ଥିତ ତିନିମୁହାଣୀ ନିକଟରେ…

ଏଜୁକେସନ୍ ୱାର୍କିଂ ଗ୍ରୁପ୍ ବୈଠକ ପୂର୍ବରୁ ସୋଆରେ ମକ୍ ଜି୨୦ ଆୟୋଜିତ

ଭୁବନେଶ୍ୱର, ୨୧/୦୪: ଆସନ୍ତା ଏପ୍ରିଲ୍ ୨୭ ଓ୨୮ ଦୁଇ ଦିନ ଧରି ଭୁବନେଶ୍ଵର ଥରେ ଜି୨୦ ଏଜୁକେସନ୍ ୱାର୍କିଂ ଗ୍ରୁପ୍‌ର ତୃତୀୟ ବୈଠକର କାର୍ଯ୍ୟକ୍ରମ ଥିବା ବେଳେ ଏହା ପୂର୍ବରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶୁକ୍ରବାର ଏକ ମକ୍ ଜି ୨୦ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ବିଭିନ୍ନ…

ସ୍କିଲ୍ ଓଡ଼ିଶା କନ୍‌କ୍ଲେଭ୍‌ରେ ସୋଆ ଛାତ୍ରଛାତ୍ରୀଙ୍କୁ ୪ ଷ୍ଟାର୍ଟଅପ୍ ଆଇଡିଆ ପ୍ରସ୍ତୁତ

ଭୁବନେଶ୍ୱର, ୨୧/୦୪: ଦୁର୍ଘଟଣା ଜନିତ ଅଗ୍ନିକାଣ୍ଡର ପ୍ରତିକାର ନିମନ୍ତେ ଏକ ଅଭିନବ ଷ୍ଟାର୍ଟଅପ୍ ଆଇଡିଆ ପ୍ରସ୍ତୁତ କରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ । ଏଠାରେ ଗୁରୁବାର ଆରମ୍ଭ ହୋଇଥିବା ୩ ଦିନିଆ ସ୍କିଲ୍ ଓଡ଼ିଶା କନ୍‌କ୍ଲେଭ୍‌ରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍…

ପୂର୍ବତନ ବିଧାୟକ ତଥା ସାଂସଦ ସ୍ୱର୍ଗତ ତ୍ରିଲୋଚନ କାନୁନଗୋଙ୍କୁ ଓଡ଼ିଶା ବିଧାନସଭା ପକ୍ଷରୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର(ଶାସକ ପ୍ରଶାସକ) : ବରିଷ୍ଠ ରାଜନେତା, ପୂର୍ବତନ ବିଧାୟକ ତଥା ସାଂସଦ ସ୍ୱର୍ଗତ ତ୍ରିଲୋଚନ କାନୁନଗୋଙ୍କୁ ଆଜି ବିଧାନସଭା ପରିସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଆଜି ପୂର୍ବାହ୍ନରେ ଡାକ୍ତରଖାନାରୁ ବିଧାନସଭା ପରିସରକୁ ତାଙ୍କ ମରଶରୀର ଅଣାଯିବା ପରେ ପ୍ରଥମେ ତାଙ୍କୁ ଗାର୍ଡ…

ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମହାନ ସ୍ୱାଧୀନତା ସଂଗ୍ରାମୀ ଡଃ ସଦାଶିବ ତ୍ରିପାଠୀଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର(ଶାସକ ପ୍ରଶାସକ) : ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆଜି ସକାଳେ ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ ସଦାଶିବ ତ୍ରିପାଠୀଙ୍କ କ୍ୟାପିଟାଲ ହସ୍ପିଟାଲ ଛକସ୍ଥିତ ପ୍ରତିମୂର୍ତ୍ତିରେ ବିଶିଷ୍ଟ ବ୍ୟକ୍ତିମାନେ ମାଲ୍ୟାର୍ପଣ ପୂର୍ବକ ଏହି ମହାପୁରୁଷଙ୍କୁ…

ବି. ଏସ୍. କେ. ୱାଇ. ଟିମ୍ ପ୍ରଚେଷ୍ଟାରେ ଘାସିରାମକୁ ମିଳିଲା ଉପଯୁକ୍ତ ଚିକିତ୍ସା

ଭୁବନେଶ୍ୱର,:ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଟିମ୍ ଙ୍କ ପ୍ରଚେଷ୍ଟାରେ ନାବାଳକ ଘାସିରାମ ମୁଣ୍ଡାଙ୍କୁ ଉପଯୁକ୍ତ ଚିକିତ୍ସା ମିଳିଛି। ଘଟଣାର ବିବରଣୀରୁ ଜଣାପଡିଛି ଯେ, ରାମ ମୁଣ୍ଡାଙ୍କ ପୁଅ ଘାସିରାମ ମୁଣ୍ଡା, ଯାଜପୁର ଜିଲ୍ଲା ଅନ୍ତର୍ଗତ ସାରଙ୍ଗପୁର୍ ଗ୍ରାମର ବାସିନ୍ଦା ଅଟନ୍ତି। ଗତ ୩ ରୁ ୪…