ସରୋଜ କୁମାର ସାମଲ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ

ଭୁବନେଶ୍ୱର: ବରିଷ୍ଠ ପ୍ରଶାସନିକ ଅଧିକାରୀ  ଝାରସୁଗୁଡ଼ାର ପୂର୍ବତନ ଜିଲ୍ଲାପାଳ ତଥା ଆଇଏଏସ ଅଫିସର ଶ୍ରୀ ସରୋଜ କୁମାର ସାମଲ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି | ବର୍ତ୍ତମାନ ସୂଚନା ଲୋକ ସମ୍ପର୍କ ନିର୍ଦ୍ଦେଶକ ଥିବା ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ତଫସିଲ…

ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର

ନିୟୋଜିତ ହେବେ ୪୫ ନୂଆ କର୍ମଚାରୀ ଭୁବନେଶ୍ବର: ଭୁବନେଶ୍ବରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର (Fire Station) ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଭୁବନେଶ୍ବରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି…

ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନକୁ ସାକାର କରିବା ଆମର ଲକ୍ଷ୍ୟ: ଗଣଶିକ୍ଷା ମନ୍ତ୍ରୀ

ଗଣଶିକ୍ଷା ବିଭାଗର ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଓ ସମୀକ୍ଷା ବୈଠକ ଉଦଯାପିତ ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ସମ୍ବଲପୁର ଜୋନର ୧୨ଟି ଜିଲ୍ଲାର ଶିକ୍ଷା ଅଧିକାରୀ ଓ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ ଦୁଇଦିନିଆ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛିା…

ଆପ୍ ଗଜପତି ତରଫରୁ ଗୁମ୍ମା ବ୍ଲକ ହାଟପଦା ଠାରେ ବ୍ଲକ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆପ୍ ଗଜପତି ତରଫରୁ ଗୁମ୍ମା ବ୍ଲକ ହାଟପଦା ଠାରେ ବ୍ଲକ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ସଭାପତି ବୋୟାଜ ବେବର୍ତ୍ତାଙ୍କ ନେତୃତ୍ବରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବାବେଳେ ଜିଲ୍ଲା ଆବାହକ ଶିଶିର କୁମାର ଭଞ୍ଜ ସାମନ୍ତ…

ଜିଲ୍ଲା ପ୍ରଶାସନ ପକ୍ଷରୁ ଟାଙ୍ଗରପାଲି ବ୍ଲକ ଠାରେ ଯୁଗ୍ମ ଜନଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼,(ବସନ୍ତ କୁମାର ଜେନା) : ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଟାଙ୍ଗରପାଲି ବ୍ଲକ ପରିସରରେ ଯୁଗ୍ମ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି I ଏହି ଯୁଗ୍ମ ଜନଶୁଣାଣି ରେ ଜିଲ୍ଲାପାଳ ଡା. ପରାଗ ଗଭାଲି ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଯୋଗ ଦେଇ ଜନସାଧାରଣଙ୍କ…

ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ସ୍କୁଲ ସମୟ ସାରଣୀ ବଦଳାଇବାକୁ ଅଭିଭାବକ ମହାସଂଘର ଦାବି

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ପ୍ରଚଣ୍ଡ ରୌଦ୍ରତାପ ଏବଂ ଗ୍ରୀଷ୍ମ ପ୍ରବାହ ଯୋଗୁଁ ବିଦ୍ୟାଳୟ ସମୟ ସାରଣୀର ପରିବର୍ତ୍ତନ ପାଇଁ ନୟାଗଡ଼ ଜିଲ୍ଲା ଅଭିଭାବକ ମହାସଂଘ ଜିଲ୍ଲାପାଳଙ୍କ ନିକଟରେ ଦାବି କରିଛି । ସୂଚନା ଯୋଗ୍ୟ ଯେ ଗତ ୧୧ ତରିଖରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ସମଗ୍ର ରାଜ୍ୟରେ…

କିଟ୍‌ ଫ୍ୟାସନ ସ୍କୁଲ୍‌ ଛାତ୍ରୀ ଜିତିଲେ ମିସ୍‌ ଟିନ୍‌ ୟୁନିଭର୍‌ସ ଇଣ୍ଡିଆ ଟାଇଟଲ

ଭୁବନେଶ୍ୱର: କିଟ୍‌ ବିଶ୍ୱବିଦ୍ୟାଳୟ ଫ୍ୟାସନ ସ୍କୁଲ୍‌ ଛାତ୍ରୀ ତ୍ରିଷ୍ଣା ରାୟ ଚଳିତବର୍ଷର ମିସ୍‌ ଟିନ୍‌ ୟୁନିଭର୍‌ସ ଇଣ୍ଡିଆ ୨୦୨୩ ଟାଇଟଲ ହାସଲ କରିଛନ୍ତି। ଅପ୍ରେଲ ୬ରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜସ୍ଥାନର ଜୟପୁରଠାରେ ଚାଲିଥିବା ନ୍ୟାସ୍‌ନାଲ୍‌ ପିଜିଏଣ୍ଟ ଅଫ୍‌ ମିସ୍‌ ଟିନ୍‌ ଦିବା ୨୦୨୨…

ଭାପୁରରେ ଜିଲ୍ଲାପାଳଙ୍କ ଜନଶୁଣାଣି ଅଭିଯୋଗ

ନୟାଗଡ଼ (ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲାପାଳଙ୍କ ତରଫରୁ ସୋମବାର ଭାପୁର ବ୍ଲକ ଅଭିଯୋଗ ଶୁଣାଣି କକ୍ଷରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଯାଇଛି।ଏହି ଶିବିରରେ ମୋଟ ୮୫ଟି ଅଭିଯୋଗ ଆସିଥିବା ବେଳେ ସେଥୁରୁ ତତ୍କାଳ ୫୭ଟି ସମାଧାନ ହୋଇଯାଇଛି । ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ…

ପ୍ରବାଦପୁରୁଷ ବିଜୁବାବୁଙ୍କ ୨୬ତମ ଶ୍ରାଦ୍ଧଦିବସ ପାଳିତ l

ପଦ୍ମପୁର/ଶିବାଶିଷ ପଟ୍ଟନାୟକ :ସ୍ଥାନୀୟ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ,ମହାନ୍ ଜନନାୟକ,ପ୍ରବାଦପୁରୁଷ,ସ୍ଵାଧୀନତା ସଂଗ୍ରାମୀ,ଅପ୍ରତିଦ୍ଵନ୍ଦ୍ବୀ ରାଜନେତା ତଥା ଆମ ରାଜ୍ୟର ସୁନାମଧନ୍ୟ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କର ୨୬ତମ ତିରୋଧାନ ଦିବସ ପ୍ରିୟ…

ସୋଆରେ ୮ଟି ଦେଶର ପ୍ରତିନିଧି: ଓଡ଼ିଶାରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସମ୍ପର୍କରେ ନେଲେ ଉପଲବ୍ଧି

ଭୁବନେଶ୍ୱର, ୧୭/୦୪: ଓଡ଼ିଶାରେ ୧୯୯୯ ମହାବାତ୍ୟା ସାରା ରାଜ୍ୟକୁ ବିପର୍ଯ୍ୟସ୍ତ କରିଦେଇଥିବା ବେଳେ ଏହାର ପରବର୍ତୀ ସମୟରେ ଦୀର୍ଘ ୨୨ ବର୍ଷ ଧରି ରାଜ୍ୟ କିଭଳି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରି ଆସୁଛି ସେ ସମ୍ପର୍କରେ ଇଣ୍ଡିଆନ୍ କାଉନ୍‌ସିଲ୍ ଫର୍ କଲ୍‌ଚରାଲ ରିସର୍ଚ୍ଚ (ଆଇସିସିଆର୍‌) ଓ…