୧୧୬ ତମ ପ୍ରତିଷ୍ଠା ଦିବସ ଅବସରରେ ବୃକ୍ଷ ରୋପଣ।
ପଦ୍ମପୁର/ଶିବାଶିଷ ପଟ୍ଟନାୟକ:- ବ୍ଯାଙ୍କ ଅଫ୍ ବରୋଦା ପଦ୍ମପୁର ଶାଖା ତରଫରୁ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଦହିତା ହାଇସ୍କୁଲ ପଡିଆ ଠାରେ ବ୍ଯାଙ୍କ ଅଫ୍ ବରୋଦା ର ୧୧୬ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପଦ୍ମପୁର ବ୍ରାଞ୍ଚ ମ୍ୟାନେଜର…