ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି
ଆନ୍ତର୍ଜାତିକ ସ୍ତରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଉଥିବା ବେଳେ ସରକାର ଦରବୃଦ୍ଧି କରି ବି୍ରଟିଶରାଜ ଚଳାଇଛନ୍ତି
ସରକାରଙ୍କ ତୈଳ ଓ ରନ୍ଧନ ଗ୍ୟାସ ଦରବୃଦ୍ଧି ବୋଝ ଉପରେ ଲଳିତା ବିଡ଼ା ସଦୃଶ
ପେଟ୍ରୋଲ ଓ ଡିଜେଲକୁ ଜିଏସ୍ଟି ଅନ୍ତର୍ଭୁକ୍ତ କରି ସାଧାରଣ ଜନତାଙ୍କୁ ଦରବୃଦ୍ଧିରୁ…