ଘୁ.ଉଦୟଗିରି ପ୍ରେସ କ୍ଲବ ପକ୍ଷରୁ ସ୍ବର୍ଗତଃ ଭାନୁପ୍ରଭା ମିଶ୍ରଙ୍କ ଉଦେଶ୍ୟରେ ଶୋକ ସଭା
ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): ଆଜି ଘୁ.ଉଦୟଗିରି ପ୍ରେସ କ୍ଲବ ତରଫରୁ ସ୍ଥାନୀୟ ପ୍ରେସ କ୍ଲବ ସଭା ଗୃହ ଠାରେ ଘୁ.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ସ୍ବର୍ଗତ ଭାନୁପ୍ରଭା ମିଶ୍ରଙ୍କ ଅକାଳ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ଶୋକସଭା ଅନୁଷ୍ଠିତ ହୋଇଯାଇଛି l ସ୍ବର୍ଗତଃ ଭାନୁପ୍ରଭା…