ଯୁବ ରେଡକ୍ରସ୍ ପକ୍ଷରୁ ୩ ଦିନିଆ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ମହାବିଦ୍ୟାଳୟର ଯୁବ ରେଡକ୍ରସ୍ ଓ ଗଜପତି ଜିଲ୍ଲା ରେଡକ୍ରସ ସମିତିର ମିଳିତ ଆନୁକୁଲ୍ୟରେ ପକ୍ଷରୁ ୩ ଦିନିଆ ତାଲିମ ଶିବିର…