କ୍ୟାରିଅର କାଉନସେଲିଂ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): କନ୍ଧମାଳ ଜିଲ୍ଲା ଟିକାବାଲି ଏ.ଏମ. ସି.ଏସ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ସଭାପତିତ୍ୱରେ କ୍ୟାରିୟର କାଉ ନସେଲିଂ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଜିଲ୍ଲା ଶିଳ୍ପ କେନ୍ଦ୍ର ଫୁଲବାଣୀ ତରଫରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ…